ଭଦ୍ରକ ଅଫିସ,୮।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ…
ଯାଜପୁର ଅଫିସ,୮ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ ଆନନ୍ଦପୁର…
ଭୁବନେଶ୍ୱର, ୮।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ଉଚ୍ଚ ପଦସ୍ଥ ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଉଥିଲେ। ସେମାନଙ୍କ ନିକଟକୁ ସୁନ୍ଦରୀ ଯୁବତୀ…
ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ସମୀକ୍ଷା…
ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ମଣିଷ ପରି ପ୍ରତ୍ୟେକ ଜୀବଜନ୍ତୁଙ୍କର ମଧ୍ୟ ସୁସ୍ଥ ପରିବେଶରେ ବଞ୍ଚତ୍ବାର ସମାନ ଅଧିକାର ରହିଛି।…
ବଲାଙ୍ଗୀର ଅଫିସ/ ମୁରିବାହାଲ,୮ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଆଡିସନାଲ ପ୍ରୋଗ୍ରାମ ଅଫିସର (ଏପିଓ) ସୁଶାନ୍ତ କୁମାର ଦାସ ଶୁକ୍ରବାର ଜଣେ ଗଁା ସାଥୀଙ୍କ ଠାରୁ ୪୫…
ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର ଜିଲାରେ ଅନେକ ଐତିହ୍ୟସମ୍ପନ୍ନ ପ୍ରାଚୀନ କୀର୍ତ୍ତିରାଜି ରହିଛି। ତନ୍ମଧ୍ୟରେ ଆଦିବାସୀ ବହୁଳ ଯୁଯୁମୁରା ବ୍ଲକର ଟାମ୍ପରଗଡ଼ ଗ୍ରାମରେ ଥିବା ମା’ ଦକ୍ଷିଣକାଳୀଙ୍କ ଶକ୍ତିପୀଠ ଅନ୍ୟତମ।…
ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁସଂଖ୍ୟା ହ୍ରାସ ପାଇବାର ନଁା ଧରୁନାହିଁ। ୨୦୨୧ ଜାନୁୟାରୀରୁ ଜୁଲାଇ ମଧ୍ୟରେ ଘଟିଥିବା ଦୁର୍ଘଟଣା ଏବଂ ମୃତ୍ୟୁ ସଂଖ୍ୟା…
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କୁ ଆଉଥରେ…
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ମାଓବାଦୀ ଆକ୍ରମଣ କିମ୍ବା କୌଣସି ସନ୍ତ୍ରାସବାଦ କାର୍ଯ୍ୟକଳାପରେ ନିହତ ଯବାନ ଓ ସାଧାରଣ ଲୋକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି। ସୁରକ୍ଷା…