ରାଜ୍ୟ

ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଲେ

ବୌଦ୍ଧ,୪।୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବଙ୍କାପଡ଼ା ଗ୍ରାମ ଆମ୍ବବୁରୀରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ହେଲେ ଯୁବକଙ୍କୁ କେହି ହତ୍ୟା କରି…

4 years ago

ଘାଟିରୁ ଖସିଲା ମିନି ଟ୍ରକ, ୩ଜଣଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୪।୧: କନ୍ଧମାଳ ଜିଲା କୋଟଗଡ ବ୍ଲକ କୃଟିବାଡି ଘାଟିରେ ଏକ ମିନି ଟ୍ରକ ଭାରସାମ୍ୟ ହରାଇ ତଳକୁ ଖସି ପଡିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ…

4 years ago

୧୯ ନଂ. ଜୋନ୍‌ ପାଇଁ ତୀବ୍ର ଲଢ଼େଇ

ନିମାପଡ଼ା,୪।୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ୪ଟି ଜିଲା ପରିଷଦ ଜୋନ ରହିଥିବା ବେଳେ ୧୯ନଂ. ଜୋନଟି ସମ୍ମାନଜନକ ଅଟେ। ବାମନାଳ, ସଲଙ୍ଗ, ଅରିଷଣ୍ଢ, ଅନ୍ତୁଆର, ଧଳେଶ୍ୱର, ବଡ଼ଶିରୁଳା, ଅଲଣ୍ଡା,…

4 years ago

୨ ଡେପୁଟି ସେକ୍ରେଟାରିଙ୍କୁ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟ ସରକାର ୨ଜଣ ଡେପୁଟି ସେକ୍ରେଟାରିଙ୍କୁ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

4 years ago

ମୟୂରଭଞ୍ଜ ଜିଲାବାସୀ ପୁଣି ନିରାଶ

ବାରିପଦା ଅଫିସ,୪।୨ରେଳପଥର ବିକାଶ ନିମନ୍ତେ କେନ୍ଦ୍ର ବଜେଟରେ ମୟୂରଭଞ୍ଜ ଜିଲାବାସୀଙ୍କୁ ଉପହାସ କରାଯାଇଥିବା ଅଭିଯୋଗ ହୋଇଛି। ଦୀର୍ଘ ଦିନରୁ ହୋଇଆସୁଥିବା ଦାବି ପ୍ରତି ଗୁରୁତ୍ୱ ଦିଆଯାଇନାହିଁ। ଏଥର…

4 years ago

ଥାନା ସମ୍ମୁଖରେ ଭାଜପାର ସତ୍ୟାଗ୍ରହ

ଭଦ୍ରକ ଅଫିସ/ବାସୁଦେବପୁର/ ଭଣ୍ଡାରିପୋଖରୀ /ଧାମନଗର, ୪।୨ (ଡି.ଏନ.ଏ) ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ସାବରଙ୍ଗ ଥାନା ଅଧୀନ ବ୍ରହ୍ମପୁର ଗ୍ରାମର ଇଞ୍ଜିନିୟରିଂ ଛାତ୍ର ସୁବାଶିଷ ଗିରିଙ୍କୁ ହତ୍ୟା…

4 years ago

ଖରା ପୂର୍ବରୁ ଘାରିଲାଣି ପାଣି ଚିନ୍ତା

ଢେଙ୍କାନାଳ ଅଫିସ, ୪।୨-ସରିନି ଶୀତ କି ଆରମ୍ଭ ହୋଇନି ଖରା। ହେଲେ ଏବେଠାରୁ ଢେଙ୍କାନାଳ ଜିଲାର ଶିଳ୍ପସମୃଦ୍ଧ ଓଡ଼ାପଡ଼ା ବ୍ଲକ କୁସୁପଙ୍ଗା ଗ୍ରାମ ୪ନଂ. ୱାର୍ଡ ଭଞ୍ଜସାହି…

4 years ago

ପୁଣି ଥରେ ଖୋଳା ହେବ ଏମାର ମଠ

ପୁରୀ ଅଫିସ,୪।୨: ପୁରୀର ଏମାର ମଠକୁ ଆଜି ପୁଣି ଥରେ ଖୋଳା ଯିବ। ମଠ ପରିସରରେ ପୂର୍ବ ଚିହ୍ନିତ ୩ଟି ସ୍ଥାନକୁ ଖୋଳାଯିବ। ମେଟାଲ ଡିଟେକ୍ଟର ଦ୍ୱାରା…

4 years ago

ଖାଦ୍ୟ ଅନ୍ବେଷଣରେ ମଙ୍ଗୋଲିଆ ପକ୍ଷୀ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ପ୍ରତିବର୍ଷ ଶୀତଋତୁ ଆସିଲେ ଗଞ୍ଜାମ ଋଷିକୂଲ୍ୟା ମୁହାଣଠାରେ ବିଭିନ୍ନ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଥାଏ। ସେଥିମଧ୍ୟରୁ ମଙ୍ଗୋଲିଆ ପକ୍ଷୀ ଅନ୍ୟତମ। ଏହି ପକ୍ଷୀମାନେ ଖାଦ୍ୟ…

4 years ago

ଆଗୁଆ ଜାମିନ ଆବେଦନ କଲେ ମନ୍ତ୍ରୀ, ଏମ୍‌ପି

କଟକ ଅଫିସ,୪ା୨: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ମନ୍ତ୍ରୀ ଓ ଏମ୍‌ପି ପହଞ୍ଚିଛନ୍ତି। ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ।…

4 years ago