ପିପିଲି,୯।୯(ଡି.ଏନ୍.ଏ.): ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ବ୍ରାହ୍ମଣଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କରେ ୩ ପରିବାର ଗାଁ ଛାଡିଥିଲେ। ସେଥିମଧ୍ୟରୁ ଗୁରୁବାର ଗୋଟେ ପରିବାର ଗ୍ରାମକୁ ଫେରି…
ପୁରୀ ଅଫିସ,୯।୯: ଚିଲିକାରେ ଶୀତୁଆ ସକାଳ ଓ ବିଦେଶୀ ପକ୍ଷୀଙ୍କ ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ହଜାର ହଜାର ପକ୍ଷୀଙ୍କ ଆଗମନରେ ନଳବଣ ପକ୍ଷୀ ଅଭୟାରଣ୍ୟ…
କଟକ ଅଫିସ/ପୁରୀ ଅଫିସ,୯ା୯: ପୁରୀ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି। ଏଥିସହ ଜବାବ ଦାଖଲ…
ଭୁବନେଶ୍ୱର,୯।୯:ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ଏଏସ୍ବିଏମ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷର ଛାତ୍ରୀଛାତ୍ରଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ନବାଗତ ସ୍ବାଗତ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି…
ଭୁବନେଶ୍ୱର,୯।୯ (ବ୍ୟୁରୋ): ଗବେଷକ, ସମାଲୋଚକ ତଥା ସାହିତି୍ୟକ ପ୍ରଫେସର ଉଦୟନାଥ ସାହୁ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ସ୍ଥାନ ପାଇଛନ୍ତି। ଓଡ଼ିଆ, ବଙ୍ଗଳା ଓ ଅସମୀୟା ଭାଷାରେ…
ଭୁବନେଶ୍ୱର,୯।୯:ଦେଶର ପ୍ରମୁଖ ବୀମା କମ୍ପାନୀ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ ମହାପ୍ରବନ୍ଧକ ଭାବେ ସଦାନନ୍ଦ ମହାନ୍ତି ଯୋଗ ଦେଇଛନ୍ତି। ଏହା ପୂର୍ବରୁ ମହାନ୍ତି…
ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଏବଂ ରାଜସ୍ବ ସେବା ବର୍ଗ(ଓଆରଏସ୍) ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ…
ଭୁବନେଶ୍ୱର,୯ା୯(ବ୍ୟୁରୋ): ଆମେ ମନେରଖିବା ଉଚିତ ଯେ ଆମ ଦରମାର ପ୍ରତ୍ୟେକ ମୁଦ୍ରା ଓ ଅନ୍ୟାନ୍ୟ ସୁବିଧା ରାଜ୍ୟର ଲୋକଙ୍କଠାରୁ ଆସୁଛି। ଅତ୍ୟନ୍ତ ସମୟାନୁବର୍ତ୍ତୀ, ଦାୟିତ୍ୱବାନ, କଠିନ ପରିଶ୍ରମ…
ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍, ୯।୯:ନିଶା କାରବାରର ପେଣ୍ଠସ୍ଥଳ ପାଲଟିଥିବା ବାଲେଶ୍ୱରରୁ ପୁଣି କୋଟିଏରୁ ଅଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ସହଦେବଖୁଣ୍ଟା…
ବାଲେଶ୍ୱର ଅଫିସ, ୯।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍ରୁ ଗୁରୁବାର ପୂର୍ବାହ୍ନରେ କ୍ୟୁଆର୍-ଏସ୍ଏଏମ୍(କ୍ୱିକ୍ ରିଆକ୍ସନ୍-ସର୍ଫେସ୍ ଟୁ ଏୟାର ମିଶାଇଲ୍) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଭାରତୀୟ ସେନା ଦ୍ୱାରା…