କୋଟଗଡ଼,୨ା୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ର ଜାମଝୋରରେ ମାଓବାଦୀମାନେ ଶୁକ୍ରବାର ଏକ ଗଛରେ ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି। ଏମ୍ପି ପ୍ରତିନିଧି ମନୋଜ କୁମାର ସାବତ, କୋଟଗଡ଼ ବ୍ଲକର…
ଜୁନାଗଡ଼,୨ା୯(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ…
ମୋରଡ଼ା,୨ା୯(ଡି.ଏନ.ଏ.): ପେସାରେ ଇଞ୍ଜିିନିୟର। ତଥାପି ସଫଳ ଚାଷୀ ଭାବେ ଯୁବବର୍ଗଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଦୃଢ଼ ଇଚ୍ଛାଶକ୍ତି ବଳରେ ଓଡ଼ିଶାର ସବୁଠୁ ବଡ଼ ଡ୍ରାଗନ ଫ୍ରୁଟ ଫାର୍ମ…
ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୦୭୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
କେନ୍ଦ୍ରାପଡ଼ା ଅଫିସ,୨ା୯: କେନ୍ଦ୍ରାପଡ଼ା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ ଏନ୍ପିଏ (ନନ୍ ଫର୍ମିଂ ଆସେଟ୍ସ) ଓ ଅଧିକ କର୍ମଚାରୀ ନିଯୁକ୍ତିକୁ ନେଇ ଚର୍ଚ୍ଚାରେ ଅଛି। ଏହି ସମୟରେ…
ଭୁବନେଶ୍ବର,୨ା୯(ବ୍ୟୁରୋ): ଆସନ୍ତା ୪ ତାରିଖରେ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ…
ଭୁବନେଶ୍ୱର,୨।୯:ଦେଶର ପ୍ରମୁଖ ଷ୍ଟାର୍ଟଅପ୍ ୟୁନିଟ୍ ଫର୍ନସ ଏନ୍ ପେଟାଲ୍ସ (ଏଫ୍ଏନ୍ପି) ର ଏକ୍ସକ୍ଳୁସିଭ ଆଉଟଲେଟ୍ ନିକଟରେ ପୁରୀ ସହରରେ ଉଦ୍ଘାଟିତ ହୋଇଯାଇଛି। ୭୫୦ ବର୍ଗଫୁଟ ପରିମିତ ସ୍ଥାନରେ…
ପୁରୀ ଅଫିସ,୨।୯: ୮୭ ବର୍ଗ କିଲୋମିଟର ପରିବ୍ୟାପ୍ତ ବାଲୁଖଣ୍ଡ ଅଭୟାରଣ୍ୟ ପୁରୀ ବେଳାଭୂମିକୁ ଲାଗି ରହିଛି। ଏହାକୁ ନେଇ ଗଢ଼ିଉଠିଛି ଉପକୂଳ ନିୟନ୍ତ୍ରିତ ଅଞ୍ଚଳ। ଜୈବ ବିବିଧତାରେ…