ଛତ୍ରପୁର,୨୫ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ସମ୍ମୁଖରେ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛ। ଏହି ଦୁର୍ଘଟଣାରେ ଦୁଇ…
ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ଭୁବନେଶ୍ୱର,୨୫।୮(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ୍ ପୁରସ୍କାର-୨୦୨୨ ବୁଧବାର ଘୋଷଣା କରାଯାଇଛି। ଶିଶୁ ସାହିତି୍ୟକ ତଥା ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର ଦାସ…
ମାଲକାନଗିରି,୨୫ା୮(ଡି.ଏନ୍.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ ମାଲକାନଗିରି…
କେନ୍ଦୁଝର,୨୫।୮, ( ସ୍ୱ.ପ୍ର.): କେନ୍ଦୁଝର ଜୁଡ଼ିଆ ଘାଟି ନିକଟସ୍ଥ ଓୟୁଏଟି କ୍ୟାମ୍ପସ ଭିତରେ ବିଦ୍ୟୁତ୍ ଆଘାତରେ ପ୍ରାୟ ତିରିଶ ବର୍ଷ ବୟସ୍କ ଦୁଇ ହାତୀଙ୍କ ଶୋଚନୀୟ ମୃତ୍ୟୁ…
ଭବାନୀପାଟଣା,୨୪ା୮(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ସିଏଚ୍ସି କନିଷ୍ଠ କିରାଣି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନିଷ୍ଠ କିରାଣି ଏମ୍ ଦିବ୍ୟଜ୍ୟୋତି ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।…
ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼…
ବରଗଡ଼ ଅଫିସ,୨୪ା୮: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ ୨୦୨୩…
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍ଲାଇନ ସିଏଫ୍ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର…
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସେପ୍ଟେମ୍ବର ୩ରୁ ସ୍ପେଶାଲ ଓ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହେବ। ସେପ୍ଟେମ୍ବର ୩, ୪ ଓ ୭ରେ ଏହି ପରୀକ୍ଷା କରାଯିବ। କମ୍ପ୍ୟୁଟର…