ରାଜ୍ୟ

ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ

ବରଗଡ଼ ଅଫିସ,୨୦ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ଗତମାସ ୬ ତାରିଖରୁ ବିଭାଗୀୟ…

4 years ago

ଶଙ୍ଖ ଧରିଲେ କରମଚାନ୍ଦ ମହାନ୍ତି

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ସୋନପୁର ଜିଲା ଭାଜପା କୃଷକ ମୋର୍ଚ୍ଚାର ପୂର୍ବତନ ସଭାପତି କରମଚାନ୍ଦ ମହାନ୍ତି ସୋମବାର ବିଜେଡିରେ ଯୋଗ ଦେଇଛନ୍ତି । ଦଳୀୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ…

4 years ago

ଓମିକ୍ରନ ଉପରେ ତୀକ୍ଷ୍ନ ନଜର: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): କରୋନା ନୂଆ ଭାରିଆଣ୍ଟର ସଂକ୍ରମଣ ଉପରେ ଆମେ ତୀକ୍ଷ୍ନ ନଜର ରଖିଛୁ । ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ।…

4 years ago

ଗୁଟ୍‌ଖା କାରଖାନାରେ ଅଗ୍ନିକାଣ୍ଡ: ୧୨ ଉଦ୍ଧାର, ଅନେକ ଫସିଥିବା ସନ୍ଦେହ

ସମ୍ବଲପୁର,୨୦।୧୨(ବ୍ୟୁରୋ): ସମ୍ବଲପୁର ପରଧିଆପାଲି ସ୍ଥିତ ଏକ ଗୁଟ୍‌ଖା କାରଖାନାରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଘଟଣରେ ୧୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର…

4 years ago

ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୦।୧୨(ବ୍ୟୁରୋ):ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାର ସୋମବାର ଶୁଭାରମ୍ଭ କରିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହା ଶୁଭାରମ୍ଭ ହୋଇଛି। ଏହାର…

4 years ago

ସିଡିଏମ୍‌ଓଙ୍କ ପ୍ରମାଣପତ୍ରକୁ କାଟିଦେଲେ ୪ ଡାକ୍ତର: ଶିକ୍ଷକ ନିଯୁକ୍ତିରୁ ବଞ୍ଚିତ ହେଲେ ୬୭ ଦିବ୍ୟାଙ୍ଗ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):  ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗତ ୧୬ ତାରିଖରେ ରାଜ୍ୟ ସରକାର ୬,୧୩୧ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି। ମୋଟ ୧୧,୪୦୦ ପଦବୀ ଲାଗି ବିଜ୍ଞପ୍ତି…

4 years ago

ଆଜିଠୁ ୪ ଜିଲାକୁ ଏୟାର ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର/ ସମ୍ବଲପୁର,୨୦ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟରେ ୪ଟି ଜଲାରେ…

4 years ago

ଦାରିଙ୍ଗବାଡ଼ିରେ ତୁଷାରପାତ, ୪ ଡିଗ୍ରୀକୁ ଖସିଲା ତାପମାତ୍ରା

ଦାରିଙ୍ଗବାଡ଼ି,୨୦ା୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଅସହ୍ୟ ଶୀତ ଅନୁଭୂତ ହେବା ସହ ତୁଷାରପାତ ହୋଇଛି। ଏହା ଦେଖିବାକୁ ସ୍ଥାନୀୟ ଲୋକଙ୍କ ସମେତ ରାତ୍ରିଯାପନ…

4 years ago

ସଂରକ୍ଷଣ ତାଲିକାକୁ ନେଇ ତେଜୁଛି ଅସନ୍ତୋଷ

ଭୁବନେଶ୍ୱର,୨୦।୧୨ (ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ପୌର ନିର୍ବାଚନ ହେବ। ସମୟ ପାଖେଇ ଆସୁଥିବାବେଳେ ଏବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ରାଜନୀତି ସରଗରମ…

4 years ago

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୫କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ…

4 years ago