ରାଜ୍ୟ

ମଣ୍ଡିରୁ ଜବତ ହେଲା ୩୨ କୁଇଣ୍ଟାଲ ଧାନ

ବରଗଡ଼ ଅଫିସ୍‌,୧୪।୧୨: ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମାଣ୍ଡୋସିଲ ଧାନ କ୍ରୟକେନ୍ଦ୍ର(ମଣ୍ଡି)ରୁ ମଙ୍ଗଳବାର ଯୋଗାଣ ବିଭାଗ ୮୧ ପକେଟ୍‌ ଧାନ ଜବତ କରିଛି। ଜବତ ଧାନର…

4 years ago

ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ

ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ…

4 years ago

ଡିଜେ, ବାଣ ଫୁଟା ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୪।୧୨(ବ୍ୟୁରୋ): ବିବାହ ପ୍ରେଶେସନରେ ମାନୁନାହାନ୍ତି କରୋନା କଟକଣା। ମନ ଇଚ୍ଛା ଡିଜେ ବଜାଇ ବାଣ ଫୁଟାଇ ଧୂମଧାମ୍‌ରେ ନାଚୁଛନ୍ତି ବରଯାତ୍ରୀ। ଡିଜେ ସାଉଣ୍ଡରେ ବରିଷ୍ଠ ନାଗରିକ, ଦୃଦ୍‌ରୋଗ…

4 years ago

ଡିବିରି ନିଆଁରେ ଜଳିଗଲେ କଲେଜ ଛାତ୍ରୀ

ବଣାଇଁ,୧୪।୧୨(ସ୍ବ.ପ୍ର. ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଧୀନ ଭାଲୁଡୁଙ୍ଗୁରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଡିବିରିରୁ ନିଆଁ ଲାଗିଯିବାରୁ ଯୁକ୍ତ ତିନି ପଢୁଥିବା ଜଣେ…

4 years ago

‘ଓମିକ୍ରନ’ରୁ ସୁରକ୍ଷା ଦେବ ଟିକା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସମସ୍ତଙ୍କୁ ଯଥାଶୀଘ୍ର ଟୀକା ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିକା ଶତ ପ୍ରତିଶତ କାମ ନ ହେଲେ ବି କ୍ରସ୍‌…

4 years ago

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୩୭କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ…

4 years ago

ବୁଧବାର ଓଡିଶା ଆସିବେ ନୀତି ଆୟୋଗ ଉପାଧ୍ୟକ୍ଷ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ବୁଧବାର ୩ ଦିନିଆ ଓଡ଼ିଶା ଆସିବେ। ତେବେ କାଲି ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ହେବା ନେଇ ସୂଚନା…

4 years ago

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୭୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ…

4 years ago

ପାଣି ଚିନ୍ତାରେ କନ୍ଧପଡ଼ାବାସୀ

ଢେଙ୍କାନାଳ ଅଫିସ, ୧୪।୧୨ ଢେଙ୍କାନାଳ ସଦର ବ୍ଲକ ଶୁଆଖାଇକାଟେଣୀ ପଞ୍ଚାୟତର କନ୍ଧପଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଗ୍ରାମରେ ଖୋଳାଯାଇଥିବା ବୋରୱେଲଟି ଅଚଳ ହୋଇପଡିଥିବାରୁ…

4 years ago

ଭୋଟ ବର୍ଜନ ନିଷ୍ପତ୍ତି

ଛେଣ୍ଡିପଦା,୧୪।୧୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁର ମୌଜା କୋଇଲା ଖଣି ଅଞ୍ଚଳ ହୋଇଥିବାରୁ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ ଏଠାରେ କାର୍ଯ୍ୟକାରୀ ହେଉ ନ…

4 years ago