ଭୁବନେଶ୍ୱର,୧୩।୧୨ (ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ/ଜଗତ୍ସିଂହପୁର ଅଫିସ ବାତ୍ୟା ‘ଜୱାଦ’ଜନିତ ବର୍ଷାରେ ରାଜ୍ୟରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ଏହି କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସିଥିବା କେନ୍ଦ୍ରୀୟ ଟିମ୍…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପ୍ରତ୍ୟେକ ଥର ବାତ୍ୟା ପରେ ସହାୟତା ଏବଂ କ୍ଷତିପୂରଣ ମିଳିବା ପୂର୍ବରୁ କେନ୍ଦ୍ରୀୟ ଟିମ୍ ଆସିବା ପରେ ଯେପରି ରାଜନୀତି ଜୋର୍ ଧରେ ଏଥର ମଧ୍ୟ…
ବାଲେଶ୍ୱର ଅଫିସ,୧୩|୧୨: ବାଲେଶ୍ୱର ଜିଲାରେ ମିଶନ ଶକ୍ତି ଦ୍ୱାରା ପରିଚାଳିତ ମହିଳା ଉତ୍ପାଦକ ଗୋଷ୍ଠୀମାନଙ୍କୁ ଝୋଟ ଶିଳ୍ପର ବିକାଶ ନିମନ୍ତେ ସରକାର ବିଭିନ୍ନ ସହାୟତା ଯୋଗାଇ ଦେଉଛନ୍ତି।…
କଟକ ଅଫିସ, ୧୩।୧୨: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର କାର୍ଯ୍ୟକ୍ରମ ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲାରେ ଏହି…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବାହାର ରାଜ୍ୟରୁ ଚୋରି, ଭୁବନେଶ୍ୱରରେ ବିକ୍ରି। ସକ୍ରିୟ ରହିଥିବା ଏକ ଆନ୍ତଃରାଜ୍ୟ କାର୍ ଚୋରି ର଼୍ୟାକେଟକୁ ଧରିଛି କମିଶନରେଟ୍ ପୋଲିସ। ରବିବାର ଶହୀଦନଗର ଥାନା ପୋଲିସ…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୬ କୁ ବୃଦ୍ଧି ପାଇଛି।…
ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍ସିଏସ୍) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍ସିସି)ର କ୍ୟାଡେଟ୍ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ ହିମାଳୟର…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ…
ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ରାଜ୍ୟର ୩ ସ୍ଥାନ ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ମୁହାଣ, ପୁରୀ ଜିଲାର ଅସ୍ତରଙ୍ଗ ଏବଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀର ବାମ ପାର୍ଶ୍ୱରେ…
ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ…