ଟିଟିଲାଗଡ଼,୨୪ା୩(ଡି.ଏନ୍.ଏ.): ଗୁରୁବାର ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେଉଛି। ଭୋଟ୍ ଗ୍ରହଣ ସକାଳ ୮ଟାରୁ ଆରମ୍ଭ ହୋଇଛି। ବୁଥ୍ ଖୋଲିବା ମାତ୍ରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ମହିଳା…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ପୌର ନିର୍ବାଚନ ଲାଗି ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଗୁରୁବାର ସକାଳ ୮ରୁ ପୌର ନିର୍ବାଚନ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତାଧିକାର…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟର ୧୦୬ ପୌର ସଂସ୍ଥା ଓ ୩ ମହାନଗର ନିଗମ ଲାଗି ଗୁରୁବାର ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଛି। ସନ୍ଧ୍ୟା…
ଭୁବନେଶ୍ୱର, ୨୪।୩ (ବ୍ୟୁରୋ): ରାଜ୍ୟରେ ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଜାରି ରହିଛି। ୨୦୨୫ ସୁଦ୍ଧା ଯକ୍ଷ୍ମା ରୋଗ ନିର୍ମୂଳ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ରାଜ୍ୟର…
ନୟାଗଡ଼ ଅଫିସ/ରଣପୁର,୨୪।୩(ସ୍ବ.ପ୍ର.): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା ଭିନ୍ନ ମୋଡ଼ ନେଇଛି । ମାନସଙ୍କ ହତ୍ୟାକାରୀ ଓ ଏହି ଘଟଣାରେ ସହଯୋଗ କରିଥିବା ମନ୍ତ୍ରୀ,…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜୀବନ ସଂଘର୍ଷରେ ହିଁ ଥାଏ ସଫଳତାର ବାଟ। ବଞ୍ଚତ୍ବାକୁ ସଂଘର୍ଷ କରୁଥିବା ଏମିତି ଏକ ଶ୍ରମିକ ପରିବାରରୁ ଆସି ବମ୍ବେରେ ପହଞ୍ଚତ୍ଛନ୍ତି ୧୧ବର୍ଷୀୟ ରୋଶନ କୁମାର।…
ଖୋର୍ଦ୍ଧା ଅଫିସ,୨୪ା୩: ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟ ଗ୍ରହଣ ହେବ। ୩ବର୍ଷ ପରେ ନିର୍ବାଚନ ଅନୁଷ୍ଠିତ ହେଉଥିବାରୁ ସମସ୍ତଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। କିଏ ବାଜି…
ଖୋର୍ଦ୍ଧା ଅଫିସ,୨୪।୩: ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକ ଏବଂ ପୋଲିସ ଉପରେ ଗାଡ଼ି ମଡ଼ାଇ ଦେବା ଅଭିଯୋଗରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ…
ନୂଆଦିଲ୍ଲୀ,୨୪।୩: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ଲାଗି ପ୍ରକ୍ରିୟା ଆରମ୍ଭରେ ବିଳମ୍ବକୁ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର ରାଜ୍ୟ ସରକାରଙ୍କୁ…
ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ନଦୀ, ନାଳ, ପୋଖରୀ, କୂପ ଶୁଖିଲା ପଡ଼ିଗଲାଣି। ଏବେଠୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି।…