ରାଜ୍ୟ

ଡିଜେ ସାଉଣ୍ଡ ପାଇଁ ୬୩ କୁକୁଡ଼ା ମୃତ

ସଜନାଗଡ଼,୨୩।୧୧(ଡି.ଏନ.ଏ.): ଡିଜେ ସାଉଣ୍ଡରେ ୬୩ କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡ଼ି ଗ୍ରାମର କୁକୁଡା…

4 years ago

ଅଣ୍ଡା ତରକାରି ପାଇଁ ମା’ଙ୍କୁ ହତ୍ୟା

ଝାରସୁଗୁଡ଼ା ଅଫିସ,୨୩।୧୧: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଇବ୍‌ ଗ୍ରାମର ଜାମୁଆଁପାଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର ଭୋଏ (୨୭) ନାମକ ଯୁବକ…

4 years ago

ଜ୍ୱର, ଥଣ୍ଡା ଥିଲେ ସ୍କୁଲ ଆସନାହିଁ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ରାଜ୍ୟରେ ଏବେ ବି କରୋନା ସଂକ୍ରମଣ ସମ୍ପୂର୍ଣ୍ଣ ଯାଇ ନାହିଁ। ତେଣୁ ସତର୍କ ରହିବରକୁ ପଡ଼ିବ। ଜ୍ୱର, ଥଣ୍ଡା ଲକ୍ଷଣ ଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ…

4 years ago

୩ ମାସ ମଧ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟର ଠିକା ଡାଟାଏଣ୍ଟ୍ରି ଅପରେଟରମାନେ ନିୟମିତ ହେବେ। ସେମାନଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ ଡାଟାଏଣ୍ଟ୍ରି…

4 years ago

ଏବେଠୁ ସତର୍କ ନ ହେଲେ ଆଗାମୀ ପିଢ଼ି ମଧୁର ଜଳ ପାଇପାରିବ ନାହିଁ’

କେନ୍ଦ୍ରାପଡ଼ା ଅଫିସ,୨୩ା୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଏହା ନ ହେଲେ ଆଗାମୀ ପିଢ଼ି ମଧୁର ଜଳ ପାଇବାରୁ ବଞ୍ଚିତ ହେବ। ଜଳ ସଂରକ୍ଷଣ…

4 years ago

ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବିଧାୟକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଓଡ଼ିଶା…

4 years ago

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୬କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ…

4 years ago

୧୮୭୨ କୋଟିର ୮ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟ ସରକାର ୧୮୭୨.୧୧କୋଟି ଟଙ୍କାର ୮ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସୋମବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍‌…

4 years ago

୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ସମ୍ବଲପୁର,୨୩।୧୧(ବ୍ୟୁରୋ): ବୁର୍ଲା ଭୀମସାର ମେଡିକାଲର ଏମବିବିଏସ୍‌ ପ୍ରଥମ ବର୍ଷର ୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ଛାତ୍ରୀ…

4 years ago

ଯୁବ ସମ୍ମିଳନୀର ଆକର୍ଷଣ

‘ଧରିତ୍ରୀ’ ପକ୍ଷରୁ ଆସନ୍ତା ୨୪ତାରିଖରେ ଭୁବନେଶ୍ୱରଠାରେ ଯୁବ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ‘କ୍ଲାଇମେଟ୍‌ ଚେଞ୍ଜ: ଫୋକସ୍‌ ଓଡ଼ିଶା’ ବିଷୟବସ୍ତୁ ଉପରେ ଆଧାରିତ ଏହି ସମ୍ମିଳନୀରେ ବହୁ…

4 years ago