ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଦେଖିବାକୁ ପାଇବେ କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀ। କିନ୍ନର ମେଘନା ସାହୁଙ୍କ ଜୀବନକୁ ନେଇ ପ୍ରସ୍ତୁତ ହେଉଛି ଚଳଚ୍ଚିତ୍ର ‘ଟି’।…
ସମ୍ବଲପୁର,୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍ସାରରେ ୨ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି କରାଯାଉ ନାହିଁ। ଖାଲିପଡିଥିବା ଶହେରୁ ଊର୍ଦ୍ଧ୍ୱ ପଦ ପୂରଣ ପାଇଁ କର୍ତ୍ତୃପକ୍ଷ ପଦକ୍ଷେପ…
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୃଷି ବୈଷୟିକ ପରିଚାଳନା ଏଜେନ୍ସି (ଆତ୍ମା) ହେଉଛି କୃଷି ବିଭାଗର ମେରୁଦଣ୍ଡ । ଧାନ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବା…
ଭୁବନେଶ୍ୱର, ୨୦।୧୧(ବ୍ୟୁରୋ): ଦେଶରେ ଦକ୍ଷତା ବିକାଶ ଓ ଶିଳ୍ପ ତାଲିମ କ୍ଷେତ୍ରରେ ଓଡ଼ିଶା ଆଜି ଉଦାହରଣ ସାଜିଛି। ରାଜ୍ୟର ବୈଷୟିକ ଏବଂ ଧନ୍ଦାମୂଳକ ଶିକ୍ଷା ଓ ତାଲିମ…
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ୩ କୃଷି ଆଇନକୁ ପ୍ରତ୍ୟାହାର କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ସେହି ଆଇନକୁ ସଂସଦର ଆସନ୍ତା ଶୀତକାଳୀନ ଅଧିବେଶନରେ ରଦ୍ଦ…
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ…
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଶୁକ୍ରବାର ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷିଛନ୍ତି। ଦଳୀୟ କାର୍ଯ୍ୟାଳୟଠାରେ…
ଭବାନୀପାଟଣା,୧୯।୧୧(ସ୍ବ.ପ୍ର.): କଳାହାଣ୍ଡିରେ ପୁଣି ମୃତଦେହକୁ ଅସମ୍ମାନ ଦେବା ଘଟଣା ଦୃଷ୍ଟିକୁ ଆସିଛି। ମା’ଙ୍କ ମୃତଦେହକୁ ବାଇକ୍ରେ ୧୦ କି.ମି. ବୋହିଛନ୍ତି ପୁଅ। ଏଭଳି ଅଭବାନୀୟ ଘଟଣା ଘଟିଛି…
ବୌଦ୍ଧ/ବଘିଆପଡା/ବାଉଁଶୁଣୀ,୧୯ା୧୧(ସ୍ବ.ପ୍ର/ଡି.ଏନ.ଏ): ବୌଦ୍ଧ ଗଉଦେଇ ସଂରକ୍ଷିତ ଜଙ୍ଗଲରେ ବାର୍ହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଉଥିବା ବେଳେ ୩ଜଣ ଶିକାରୀଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ…
ଭଞ୍ଜନଗର/ଛତ୍ରପୁର,୧୯।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଅଧୀନ ଗାଙ୍ଗପୁର ଥାନା ଦେଶର ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି। ଭାରତ ସରକାରଙ୍କ ଗୃହ ବ୍ୟାପାର ମନ୍ତ୍ରାଣାଳୟ ପକ୍ଷରୁ ଏହି…