ରାଜ୍ୟ

ଆଜି ବୌଦ୍ଧରେ ୪୪.୫ ଡିଗ୍ରୀ

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ପାରଦ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି।…

4 years ago

୧୦ରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର,୩ା୫(ବ୍ୟୁରୋ)- ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ…

4 years ago

କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା

ଭୁବନେଶ୍ୱର,୩ା୫(ବ୍ୟୁରୋ):ପିସିସିକୁ ମିଳିପାରେ ନୂଆ ସଭାପତିି। ଆସନ୍ତା ୯ ତାରିଖରେ ଦଳର ସବୁ କଂଗ୍ରେସ ବିଧାୟକ ଦିଲ୍ଲୀ ଗସ୍ତ କରିବେ। ରାହୁଲ ଗାନ୍ଧୀ ବିଧାୟକମାନଙ୍କୁ ଭେଟିବେ ବୋଲି ଦିଲ୍ଲୀରୁ…

4 years ago

ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ ଅନୁକୂଳ, ଉତ୍ସବମୁଖର ରଥଖଳା

ପୁରୀ ଅଫିସ,୩।୫: ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ମଙ୍ଗଳବାର ପରମ୍ପରା ମୁତାବକ ରଥ ନିର୍ମାଣ ଶୁଭ ଅନୁକୂଳ କରାଯାଇଛି। ଏହାକୁ ନେଇ ବଡ଼ଦାଣ୍ଡରେ ଥିବା ରଥଖଳା ଉତ୍ସବମୁଖର…

4 years ago

ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା 

ଭୁବନେଶ୍ୱର,୩।୫(ବ୍ୟୁରୋ): ଅକ୍ଷୟ ତୃତୀୟା ଅବସରରେ ମଙ୍ଗଳବାର ଚାଷୀଙ୍କୁ କାଳିଆ କିସ୍ତି ପ୍ରଦାନ କରାଯାଇଛି। ଓଡ଼ିଶାର ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ଆକାଉଣ୍ଟକୁ ୮୦୪ କୋଟି ଟଙ୍କା ପଠାଯାଇଥିବା…

4 years ago

ଧରାପଡ଼ିଲା ସାଇବର ଠକଙ୍କୁ ସିମ୍‌ ଦେଉଥିବା ର଼୍ୟାକେଟ

ଭୁବନେଶ୍ୱର,(ବ୍ୟୁରୋ)/ଢେଙ୍କାନାଳ ଅଫିସ,୩।୫: ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଉଥିବା ଏକ ର଼୍ୟାକେଟ କ୍ରାଇମବ୍ରାଞ୍ଚ ହାତରେ ଧରା ପଡ଼ିଛି।…

4 years ago

ସଡ଼କ ସୁରକ୍ଷା ଦିଗରେ ଟାଟାଷ୍ଟିଲର ପଦକ୍ଷେପ

ଢେଙ୍କାନାଳ ଅଫିସ,୩।୫ ଢେଙ୍କାନାଳ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କାରଖାନା ଭିତରକୁ ଆସୁଥିବା ଟ୍ରକ୍‌ଗୁଡିକୁ ପାର୍କିଂସ୍ଥାନ ଯୋଗାଇଦେବା ନିମନ୍ତେ ୩ଟି…

4 years ago

ଅଫିସରେ ତାଲା, ଏସ୍‌ଡିଓଙ୍କୁ ଘେରାଉ

ଢେଙ୍କାନାଳ ଅଫିସ,୩।୫ଢେଙ୍କାନାଳ ସଦର ବ୍ଲକ ବ୍ରାହ୍ମଣୀ ନଦୀର ଗେଙ୍ଗୁଟିଆ ନିକଟରୁ ସହରକୁ ପାନୀୟଜଳ ଯୋଗାଣ ହେଉଥିବା ମୁଖ୍ୟ ପାଇପ୍‌ ଫାଟି ଯାଇଥିବାରୁ ୧୦ ଦିନ ହେବ ଜଳଯୋଗାଣ…

4 years ago

ତହସିଲଦାରଙ୍କ ନାଁରେ ମାମଲା, ଲିଜ୍‌ଧାରୀ ଗିରଫ

ବାରିପଦା ଅଫିସ,୩।୫ ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ବେଆଇନ ବାଲି ଉତ୍ତୋଳନ ଘଟଣା ଭିନ୍ନମୋଡ଼ ନେଇଛି। ଜାତୀୟ ଗ୍ରୀନ୍‌…

4 years ago

ସମୁଦ୍ରରେ ଛଡ଼ାଗଲା ୧୨୮ ଅଲିଭରିଡ୍‌ଲେ ଛୁଆ

ଲଙ୍ଗଳେଶ୍ୱର, ୩।୫(ଡି.ଏନ.ଏ.) ବାଲିଆପାଳ ବ୍ଲକ ଚୌମୁଖ ବେଳାଭୂମିକୁ ଗତ କିଛିବର୍ଷ ହେଲା ବିଭିନ୍ନ ପ୍ରଜାତିର ଅଲିଭ ରିଡ଼ଲେ ଅଣ୍ଡାଦାନ ପାଇଁ ଉପଯୁକ୍ତ ସ୍ଥାନ ଭାବେ ବାଛିଛନ୍ତି। ରବିବାର…

4 years ago