ରାଜ୍ୟ

ହାର୍ଡକୋର ମାଓବାଦୀ ଲଖମାନଙ୍କ ଆତ୍ମସମର୍ପଣ

ଭବାନୀପାଟଣା,୧।୪(ସ୍ବ.ପ୍ର.): ହାର୍ଡକୋର ମାଓବାଦୀ ଲଖମାନ ଆପକା ରବିବାର କଳାହାଣ୍ଡି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏନେଇ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କଳାହାଣ୍ଡି ପୋଲିସ ପକ୍ଷରୁ ସୂଚନା…

4 years ago

ହତ୍ୟାକାରୀଙ୍କୁ ଗିରଫ ଦାବିରେ ଥାନା ଘେରିଲେ ମହିଳା

ସୁନ୍ଦରଗଡ,୧।୫(ଡି.ଏନ୍‌.ଏ.): ସୁନ୍ଦରଗଡ ସରକାରୀ କଲେଜ ରୋଡରେ ଶୁକ୍ରବାର ରାତିରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରବିବାର ମହନ୍ତିଆ ପଡାର ମହିଳାମାନେ ଏକାଠି ହୋଇ…

4 years ago

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ଉପରୁ ଡେଇଁପଡ଼ିଲେ କିନ୍ନର

ପୁରୀ ଅଫିସ,୧।୫: ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ଉପରୁ ଡେଇଁ ଜଣେ କିନ୍ନର ରବିବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ବଳରାମ ରାଉତ ଓ ଘର ନିମାପଡ଼ା ଅଞ୍ଚଳରେ…

4 years ago

ବୁଦାମୂଳରୁ ମିଳିଲା ନରକଙ୍କାଳ, ପୋଲିସର ତନାଘନା ଜାରି

ରାୟଗଡ଼ା ଅଫିସ,୧।୫: ୩୨୬ ନମ୍ବର ଜାତୀୟ ରାଜପଥ ରାୟଗଡା ଜେକେପୁର ମୁଖ୍ୟ ରାସ୍ତାର ରିଲାଏନ୍ସ ମଲ୍‌ ନିକଟ ଇଣ୍ଡିଆନ ପେଟ୍ରୋଲ ପମ୍ପ ସମ୍ମୁଖ ଅନ୍ନପୂର୍ଣ୍ଣା ରାଇସ ମିଲ୍‌…

4 years ago

ମଦ ନିଶାରେ ସ୍ତ୍ରୀଙ୍କ ସହ ବଚସା; ରାଗରେ କଅଁଳ ୩ ଛୁଆଙ୍କୁ କୂଅରେ ଫିଙ୍ଗି ହତ୍ୟା କଲେ ବାପା

ଟେନସା/ବଣାଇଁ,୧।୫(ଡି.ଏନ୍‌.ଏ./ସ୍ବ.ପ୍ର.): ମଦ ନିଶାରେ କଅଁଳ ୩ଶିଶୁକୁ କୂଅରେ ଫିଙ୍ଗି ହତ୍ୟା କରିଛି ବାପା। ଶନିବାର ରାତିରେ ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କୁଲା ଗ୍ରାମରେ ଏପରି…

4 years ago

ଗିରଫ ହେଲେ ଦେବଗଡ଼ ବିଧାୟକ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ରବିବାର ଗିରଫ ହୋଇଛନ୍ତି। ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏ…

4 years ago

କମୁଛନ୍ତି କୁଶଳୀ କର୍ମଚାରୀ

ବଅଁରପାଳ,୧।୫ ଉଡ଼ାଜାହାଜରୁ ବୁଡ଼ାଜାହାଜ। ସମାଧିରୁ ସୌଧ। କଳକବ୍‌ଜାରୁ କାରଖାନା। ବିକାଶର ପ୍ରତିଟି କ୍ଷେତ୍ରରେ ଲୁଚିରହିଛି ଶ୍ରମିକଙ୍କ ହାଡ଼ଭଙ୍ଗା ପରିଶ୍ରମ। ସ୍ବପ୍ନ, ସମ୍ଭାବନା, ଆତ୍ମସନ୍ତୁଷ୍ଟିକୁ ଜଳାଞ୍ଜଳି ଦେଇ ଜଣେ…

4 years ago

ବିଦ୍ୟୁତ୍‌ ବିଭ୍ରାଟ ଅସହ୍ୟ

ଢେଙ୍କାନାଳ ଅଫିସ, ୧।୫ ଉପରମୁହାଁ ହୋଇଛି ପାରଦ। ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ସରକାର ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ପ୍ରଦାନ କରିବାକୁ…

4 years ago

ରାସ୍ତାରେ ଟ୍ରେଞ୍ଚ ଖୋଳିଲା ପ୍ରଶାସନ

ଖଇରା, ୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡରେ ଖଣି ଲୁଟେରାଙ୍କୁ ଲଗାମ୍‌ ଦେବାକୁ ପ୍ରଶାସନ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିଛି। ରାତିଅଧିଆ…

4 years ago

ଗୋଡ଼ରେ ଆଙ୍କୁଛନ୍ତି ଅନନ୍ୟ କଳାକୃତି

ରୂପସା, ୧।୫ କଥାରେ ଅଛି କାନ ଥିଲେ ସୁନା ନାହିଁ, ସୁନା ଥିଲେ କାନ ନାହିଁ। ଦୁଇଟି ହାତ ଅଛି ହେଲେ ଚଳୁନି। ଦୁଇଟି ଗୋଡ଼ ଅଛି…

4 years ago