କଟକ ଅଫିସ,୪।୧୧: ରାଜ୍ୟର ବିଭିନ୍ନ କୁଷ୍ଠାଶ୍ରମ ଦୁରବସ୍ଥା ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ବାଲେଶ୍ୱରସ୍ଥିତ ବାମପଦା କୁଷ୍ଠାଶ୍ରମରେ ନିର୍ମାଣାଧୀନ ଅସ୍ଥାୟୀ ବାସଗୃହକୁ ଆସନ୍ତା ୨ ସପ୍ତାହ…
ଚଣ୍ଡିଖୋଲ,୩ା୧୧(ଡି.ଏନ.ଏ.): ବଡ଼ଚଣା ଥାନା ଅଧୀନ ଚଣ୍ଡିଖୋଲସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରେ ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜପୁରରୋଡ ଥାନା ଅଧୀନ କରଡ଼ିଗ୍ରାମର…
ଭବାନୀପାଟଣା/ଗୋଲାମୁଣ୍ଡା,୩।୧୧(ସ୍ବ.ପ୍ର./ଡି.ଏନ୍.ଏ.): ମମିତା ମେହେର ହତ୍ୟା ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ପାୱାର…
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଜଣେ ଦେଢ଼ବର୍ଷ ଶିଶୁର କରୋନାରେ ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ଆଉ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା,…
ବାସୁଦେବପୁର, ୩।୧୧(ଡି.ଏନ.ଏ.): ଦୀପାବଳି ପାଇଁ ଘର ସଜାଉଥିବା ବେଳେ ବିଦ୍ୟୁତ୍ ତାର ଲାଗି ବୁଧବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା…
ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଚିନ୍ତା କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା…
ଅନୁଗୋଳ ଅଫିସ,୩।୧୧: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସଞ୍ଜୀବ ସାହୁ। ବୁଧବାର ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି…
ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ…
ଆଠଗଡ଼,୩।୧୧(ଡି.ଏନ୍.ଏ.): କଟକ ଜିଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ପୁଣି ୧୪୪ ଧାରା ଲାଗୁ କରାଯାଇଛି। ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା…
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କଳିଙ୍ଗନଗର ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଡବଲ୍ ମର୍ଡର ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ତେବେ ଏହି ହତ୍ୟାକାଣ୍ଡ ପଛରେ ମହିଳାଙ୍କ…