ରାଜ୍ୟ

ଜୁଲାଇ ପହିଲାରୁ ରାଜ୍ୟରେ ପଲିଥିନ ନିଷେଧ; ଗଣିବେ ୫୦୦୦ ଯାଏ ଜରିମାନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ)-ଆସନ୍ତା ଜୁଲାଇ ପହିଲାରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯିବ। ରାଜ୍ୟରେ ଏହାକୁ ଲାଗୁ କରିବା ନେଇ କେନ୍ଦ୍ର…

4 years ago

ଶ୍ରୀମନ୍ଦିର କଳାହାଟ ଦ୍ୱାର ଲାଗି ଆସିଲା ୫୦୦ କେଜି ରୁପା ଚାଦର

ପୁରୀ ଅଫିସ,୨୫।୬: ଶ୍ରୀମନ୍ଦିରର କଳାହାଟ ଦ୍ୱାରକୁ ରୁପା ଛାଉଁଣି କରାଯିବ। ଏଥିଲାଗି ଶନିବାର ୫୦୦ କେଜି ରୁପା ଚାଦର ଅଣାଯାଇ ନିଳାଦ୍ରୀ ଭକ୍ତନିବାସରେ ରଖାଯାଇଛି। ଶ୍ରୀଗୁଣ୍ଡିଚା ଯାତ୍ରା…

4 years ago

ମରାମତି ବେଳେ ଚାର୍ଜ ହେଲା ୧୧ କେଭି, ପୋଡ଼ିଗଲେ କର୍ମଚାରୀ

ବଡ଼ବିଲ,୨୫ା୬(ସ୍ବ.ପ୍ର.): ଟାଟା ପାଓ୍ବରର ଖାମଖିଆଲି କାର୍ଯ୍ୟ ଯୋଗୁ କେନ୍ଦୁଝର ଜିଲା ବଡ଼ବିଲରେ କାର୍ଯ୍ୟରତ ଜଣେ କର୍ମଚାରୀ ବିଦ୍ୟୁତ୍‌ ଆଘାତରେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ଭବାନୀ…

4 years ago

ଖବର ପ୍ରକାଶ ପରେ ଚେତା ପଶିଲା: ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିବ ବିଜୁଳି

ରାଇରଙ୍ଗପୁର,୨୫।୬(ଡି.ଏନ୍‌.ଏ.): ଭାଜପା ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିବ ବିଜୁଳି। ଆଜିଯାଏ ବିଜୁଳି ସାତସପନ ପାଲଟିଥିବା ଏହି ଗାଁରେ ଏବେ ଖୁଣ୍ଟ ପୋତା ଆରମ୍ଭ…

4 years ago

ନକଲି ସିମେଣ୍ଟ କାରଖାନା ଉପରେ ଚଢ଼ାଉ, ୭ ଜଣଙ୍କୁ ବାନ୍ଧିଲା ପୋଲିସ

କଳିଙ୍ଗନଗର,୨୫ା୬(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଗୋଲଗାଁ ନିକଟରେ ଏକ ନକଲି ସିମେଣ୍ଟ କାରଖାନାରେ ପୋଲିସ ଚଢ଼ାଉ କରିଛି। ଅପରପକ୍ଷରେ ଘଟଣାସ୍ଥଳରୁ ଟ୍ରକରେ ଲୋଡ଼ିଂ ହେଉଥିବା…

4 years ago

ଜଗନ୍ନାଥଙ୍କୁ ଆସି ଦର୍ଶନ କରିବେ ରାହୁଲ

ରାୟପୁର/ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ରାହୁଲଙ୍କୁ ମିଳିଛି ନୂଆ ଜୀବନ। ୮୦ ଫୁଟ ଗଭୀର ବୋରଓ୍ବେଲରେ ଖସିପଡ଼ିଥିବା ରାହୁଲ ୩ ଦିନ ପରେ ସୁରକ୍ଷିତ ଭାବେ…

4 years ago

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ବେସାହାରା ହେଲେ ଦୁଇ ପରିବାର

କୋକସରା,୨୫ା୬(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଦୁଇ ପରିବାରର ମାଟିଘର ଭାଙ୍ଗିଯାଇଛି। ଫଳରେ ଏବେ ଅସହାୟ ଅବସ୍ଥାରେ ସରକାରୀ ସହାୟତା ଲୋଡୁଛନ୍ତି ବିପନ୍ନ ପରିବାର। କଳାହାଣ୍ଡି ଜିଲା କୋକସରା ବ୍ଲକ…

4 years ago

ପୁଣି ଆଖି ବୁଜିଲା ଆଉ ଏକ ହାତୀ

କେନ୍ଦୁଝର,୨୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅନ୍ତର୍ଗତ କାଳିଆ ହତା ସେକ୍ସନ ଅଧିନସ୍ଥ କଳାପାଟ ଜଙ୍ଗଲରେ ଏକ ୩୫ ବର୍ଷ ବୟସ୍କା ମାଈହାତୀର ମୃତ୍ୟୁ ଘଟିଛି। ଶୁକ୍ରବାର…

4 years ago

ବିଏମ୍‌ସିର ନୂତନ କୋଠାକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ବିଏମ୍‌ସିର ନୂତନ କୋଠା ଉଦ୍‌ଘାଟନ ହେବ । ପ୍ରାୟ ୭୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ଅଟ୍ଟାଳିକା…

4 years ago

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୪୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୬୪୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…

4 years ago