ଢେଙ୍କାନାଳ ଅଫିସ, ୮।୨ ନିର୍ବାଚନ ମଣ୍ଡଳୀରେ ବିଜେଡିର ପତିଆରା ଥିଲେ ମଧ୍ୟ ୨୦୧୭ରେ ହାତରୁ ଖସିଯାଇଥିଲା ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ୧ନଂ. ଜିଲା ପରିଷଦ ଜୋନ୍।…
ସଜନାଗଡ, ୮।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି କେନ୍ଦୁଖୁଣ୍ଡା ଅଞ୍ଚଳରେ ଏକ ଭାଲୁ ଘରର ଟିଣକୁ ଟାଣି ଭିତରକୁ ପଶିବାକୁ ଚେଷ୍ଟା କରୁଛି। ଶେଷରେ ବିଫଳ ହୋଇ ଭାଲୁଟି…
ଆରଡ଼ି, ୮।୨(ଡି.ଏନ.ଏ.) ଦୁଇମାସ ହେଲା ସରକାରୀ ନଳକୂପ ଭାଙ୍ଗିଯାଇଛି। ଆଉ ଦୁଇଦିନ ହେବ ମୋଟର ପୋଡ଼ିଯିବା ଯୋଗୁ ପ୍ରକଳ୍ପ ପାଣି ମଧ୍ୟ ମିଳିପାରୁନି। ଫଳରେ ନାହିଁ ନ…
କେନ୍ଦୁଝର, ୮।୨ (ସ୍ବ.ପ୍ର./ ଡି.ଏନ.ଏ.) କେନ୍ଦୁଝର ଜିଲାରେ ଚନ୍ଦନ ତସ୍କରୀ ଉପରେ ପ୍ରଶାସନର ଅଙ୍କୁଶ ଲାଗିପାରୁନାହିଁ। ଫଳରେ ଜିଲାରେ ଚନ୍ଦନ ଗଛ ଚୋରି ବଢ଼ିବାରେ ଲାଗିଛି। ଏବେ…
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୯ ଜଣ ପିଲା ଅଛନ୍ତି। ୮୭୩ ଜଣ କ୍ୱାରାଣ୍ଟାଇନ୍ରୁ…
ଭୁବନେଶ୍ୱର,୮।୨(ବ୍ୟୁରୋ): ଫେବୃୟାରୀ ୭ରୁ ଆରମ୍ଭ ହୋଇଛି ଭାଲେଣ୍ଟାଇନ୍ ସପ୍ତାହ। ଏଥିପାଇଁ କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ସତର୍କତା ଜାରି କରାଯାଇଛି। ସାଇବର ଠକେଇ ଆଶଙ୍କା କରି କ୍ରାଇମ୍ବ୍ରାଞ୍ଚ ଏହି ପଦକ୍ଷେପ…
ରାଉରକେଲା ଅଫିସ, ୮।୨: ରାଉରକେଲାର ସହକାରୀ ଜିଲାପାଳ ମନୋରଞ୍ଜନ ନାୟକଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ଭୁବନେଶ୍ୱର, ୮।୨(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରର ଓଡ଼ିଶା ତଥା କୃଷକ ବିରୋଧୀ ମନୋଭାବ ଜାରି ରହିଛି। କେନ୍ଦ୍ରୀୟ ଅବହେଳାର ସର୍ବଶେଷତମ ଉଦାହରଣ ହେଉଛି ଓଡ଼ିଶାରୁ ବଳକା…
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରୁ ଶୀତ ଅପସରି ଯାଉଛି। ରାତିରେ ହାଲୁକା ଶୀତ ହେଉଥିଲେ ମଧ୍ୟ ଦିନର ତାପମାତ୍ରା ଉପରମୁହଁା ହେଲାଣି। ଗତ ଦୁଇ ତିନିଦିନ ହେବ ଦିନର ସର୍ବୋଚ୍ଚ…