ରାଜ୍ୟ

ରାତିରେ ଚିଲିକା ବିଧାୟକଙ୍କୁ ଜେଲରେ ଭେଟିଲେ ନେତା, ଏସ୍‌ଓପିକୁ ଭୁଲିଗଲେ

ଖୋର୍ଦ୍ଧା ଅଫିସ,୧୦। ୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ, ଗାଳିଗୁଳଜ ଘଟଣାରେ ଖୋର୍ଦ୍ଧା ଏଡିଜେ ଶୁକ୍ରବାର ଜାମିନ ଆବେଦନ ଖାରଜ କରିବା ପରେ…

4 years ago

ଓଏଏସ୍‌: ଭଦ୍ରକରୁ ସୁଚିସ୍ମିତା, କେନ୍ଦୁଝରରୁ ଶର୍ମିଷ୍ଠା

ଚାନ୍ଦବାଲି/ କେନ୍ଦୁଝର,୧୦।୧୦ (ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ଭଦ୍ରକରୁ ସୁଚିସ୍ମିତା ଦାସ ଓ କେନ୍ଦୁଝରରୁ ଶର୍ମିଷ୍ଠା ସାହୁ କୃତିତ୍ୱ ହାସଲ ହାସଲ କରିଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି…

4 years ago

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୫

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି…

4 years ago

ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

‘ବିଦ୍ରୋହୀ’: ପ୍ରମୁଖ ଭୂମିକାରେ ବ୍ରହ୍ମପୁର ଝିଅ ସୁଲଗ୍ନା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ଷ୍ଟାର୍‌ପ୍ଲସ୍‌ରେ ଆସନ୍ତା ସୋମବାରରୁ ପ୍ରସାରିତ ହେବାକୁ ଥିବା ହିନ୍ଦୀ ସିରିଏଲ ‘ବିଦ୍ରୋହୀ’ରେ ପ୍ରମୁଖ ଭୂମିକାରେ ନଜରକୁ ଆସୁଛନ୍ତି ଓଡ଼ିଆ ଅଭିନେତ୍ରୀ ସୁଲଗ୍ନା ପାଣିଗ୍ରାହୀ। ଦେଶର…

4 years ago

୯ ମାସରେ ୧୦ କୋଟିର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ନିଶା କାରବାରର ପେଣ୍ଠସ୍ଥଳୀ ପାଲଟିଛି ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର। ବିଶେଷକରି ବ୍ରାଉନସୁଗାରର ବେଆନ ବଜାର ଭାବେ ଉଭା ହୋଇଛି। ଚଳିତ ବର୍ଷ କେବଳ ୯…

4 years ago

ଚାର୍ଜଶିଟ୍‌, ତଦନ୍ତରେ ସନ୍ତୁଷ୍ଟ ନୁହନ୍ତି ସୌମ୍ୟଙ୍କ ବାପା, ଓକିଲ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ହିଁ ଅଭିଯୁକ୍ତ ବୋଲି କ୍ରାଇମବ୍ରାଞ୍ଚ ଦର୍ଶାଉଛି। ୮୧ ଜଣ ସାକ୍ଷୀଙ୍କ ବୟାନକୁ ଆଧାରକରି ପାରଳାଖେମୁଣ୍ଡି କୋର୍ଟରେ…

4 years ago

ସୁନାମି ଭୟରେ ଓଡ଼ିଶାର ୩୨୬ ଗାଁ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାର ୩୨୬ ଗ୍ରାମକୁ ସୁନାମି ପ୍ରବଣ ଭାବେ ଚିହ୍ନଟ କରାଯାଇଛି। ସେହି ଗ୍ରାମଗୁଡ଼ିକର ଲୋକଙ୍କୁ ସୁନାମିରୁ କିପରି…

4 years ago

୨ ଭାଇ ଚଲାଉଥିଲେ ନକଲି ବିଦେଶୀ ମଦ କାରଖାନା

ଝାରସୁଗୁଡ଼ା ଅଫିସ,୧୦ା୧୦: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓ ବେଲପାହାଡ଼ ଅଞ୍ଚଳରେ ନକଲି ବିଦେଶୀ ମଦ ତିଆରି ଚାଲିଥିବା ନେଇ ଗୁଇନ୍ଦା ବିଭାଗ ସୂତ୍ରରୁ ଖବର ମିଳିଥିଲା। ସ୍ଥାନୀୟ…

4 years ago

୧୨ ରାତି ୮ଟାରୁ ୧୪୪

ଭବାନୀପାଟଣା,୯।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ପସ୍ତୁତି ଚୂଡାନ୍ତ ହୋଇଛି। ଆସନ୍ତା ୧୩ ତାରିଖ ମା’ଙ୍କ ଯାତ୍ରା ହେବ। ଶାନ୍ତି…

4 years ago