ଯାଜପୁର ଅଫିସ,୧।୨: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ୨୦୧୧ ଅକ୍ଟୋବରରୁ ବିଜୁ ସେତୁ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏଥିପାଇଁ ସାଧାରଣ…
ନବରଙ୍ଗପୁର,୧।୨(ବି.ପ୍ର.): ନବରଙ୍ଗପୁର ଜିଲା ବିଜେଡି ଉପସଭାପତି ଦିବ୍ୟଦାନ ସୁନାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସ୍ବାଧୀନ ପ୍ରାର୍ଥୀଭାବେ ନନ୍ଦାହାଣ୍ଡି ବ୍ଲକ ଜିଲା ପରିଷଦ ଜୋନ୍-୧ରୁ ନିର୍ବାଚନ ଲଢୁଛନ୍ତି।…
ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍ଏୱାଇ-ଜି) ଅଧୀନରେ ଗୃହ ମଞ୍ଜୁର କରିବା ସଂକ୍ରାନ୍ତରେ ରାଜ୍ୟ ସରକାର କେନ୍ଦ୍ରକୁ ପୁଣି ମନେପକାଇ ଦେଇଛନ୍ତି। ରାଜ୍ୟ ସରକାର ଘର ଯୋଗାଇ…
ଭୁବନେଶ୍ୱର,୧ା୨(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରାଇବା ପାଇଁ ପରିବହନ ବିଭାଗ ପକ୍ଷରୁ ଜୋର୍ଦାର ପ୍ରୟାସ ଆରମ୍ଭ ହୋଇଛି। ପ୍ରତ୍ୟେକ ବର୍ଷ ଦୁର୍ଘଟଣାଜନିତ ମୃତ୍ୟୁ…
ଭୁବନେଶ୍ୱର,୧ା୨(ବ୍ୟୁରୋ): ବିଦ୍ୟୁତ୍ ଚାଳିତ ଗାଡ଼ି କ୍ରୟ କରିଥିବା ଗ୍ରାହକମାନଙ୍କ ଲାଗି ଖୁସି ଖବର ଆସିଛି। ଏହି ଗାଡ଼ି କ୍ରୟ ସମୟରେ ଗ୍ରାହକମାନଙ୍କୁ ରେଜିଷ୍ଟ୍ରେଶନ ଫି ଓ ମୋଟରଯାନ…
କଟକ ଅଫିସ, ୧ା୨: ହାଇକୋର୍ଟରେ ସୋମବାର ଢିଙ୍କିଆ ବିବାଦ ମାମଲାର ଶୁଣାଣି ହୋଇଛି। ଏ ନେଇ ହାଇକୋର୍ଟରେ ଦାଏର ହୋଇଥିବା ୩ଟି ଯାକ ମାମଲାରେ ରାଜ୍ୟ ସରକାରଙ୍କ…
ପୁରୀ ଅଫିସ,୧ା୨: କୋଭିଡ୍ କଟକଣା ଯୋଗୁ ୨୦ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଏନେଇ ସୋମବାର…
ସମ୍ବଲପୁର,୧।୨(ବ୍ୟୁରୋ): ଭକ୍ତଙ୍କ ପାଇଁ ଆଜିଠୁ ଖୋଲିବ ସମଲେଶ୍ବରୀ ମନ୍ଦିର। ଏ ନେଇ ଜିଲା ପ୍ରଶାସନର ନିଷ୍ପତ୍ତି ନେଇଛି। ତେବେ ଭକ୍ତଙ୍କ ଦର୍ଶନ ସମୟରେ କୋଭିଡ୍ କଟକଣା ବଳବତ୍ତର…
ଭୁବନେଶ୍ବର,୩୧।୧(ବ୍ୟୁରୋ) : ରାଜ୍ୟରେ ଏବେ ଦୈନିକ କୋଭିଡ ସଂକ୍ରମଣ ହାର ଧିରେ ଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧି ପାଉଛି। ସୋମବାର ରାଜ୍ୟରେ ୮୧୮୧ ଜଣ…
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ରୁ ୪ ଦିନ ମଧ୍ୟରେ ରାତିର ତାପମାତ୍ରା ୩ ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼…