ରାଜ୍ୟ

ଓଡ଼ିଆ ବାୟୁସେନା ଅଧିକାରୀଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ମିଳିଛି। ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌ ଭାବେ ସେ ନିଯୁକ୍ତ…

4 years ago

ପିପିଲି ଉପନିର୍ବାଚନ: ରବିବାର ସକାଳୁ ଭୋଟଗଣତି

ଭୁବନେଶ୍ୱର,୨।୧୦(ବ୍ୟୁରୋ): ପିପିଲି ଉପନର୍ବାଚନ ପାଇଁ ସେପ୍ଟେମ୍ବର ୩୦ ତାରିଖରେ ଭୋଟ ଗ୍ରହଣ ହୋଇଥିଲା। ତେବେ ରବିବାର ଭୋଟଗଣତି ହେବ। ସକାଳ ୮ଟାରୁ ଭୋଟଗଣତି ହେବା ନେଇ ରାଜ୍ୟ…

4 years ago

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ ସାମିଲ ହେବ। ସମ୍ବଲପୁର ରେଢ଼ାଖୋଲ ଗସ୍ତବେଳେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।…

4 years ago

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଅହିଂସାର ପ୍ରତୀକ ତଥା ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା…

4 years ago

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୦୯କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ…

4 years ago

ଆଜି ରାଜ୍ୟରୁ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୪୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

4 years ago

ଜିଲାରେ ବଢୁଛି ସମସ୍ୟା, ସମାଧାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ପୂରିଛି। ଖଣି, ଶିଳ୍ପ ବିହୀନ ଜିଲାରେ ଚାଷ ଓ ମାଛ ଜୀବନ ଜୀବିକା ହୋଇଛି।…

4 years ago

ଯାଜପୁର ସିମେଣ୍ଟ କାରଖାନାରେ ଉତ୍ତେଜନା

କଳିଙ୍ଗନଗର, ୨।୧୦(ଡି.ଏନ.ଏ.): କଳିଙ୍ଗନଗର ଶଳ୍ପାଞ୍ଚଳର ଯାଜପୁର ସିମେଣ୍ଟ (ସାଗର ସିମେଣ୍ଟ୍‌) କାରଖାନାରେ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଛି। ୩ ମାସର ବକେୟା ଦରମା ଦାବିରେ ଶ୍ରମିକ ଓ…

4 years ago

ସେବା ଯୋଗାଣ କେନ୍ଦ୍ରରେ ଶୋଷଣ

ରସୁଲପୁର, ୨।୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ୪୦ରୁ ଊର୍ଦ୍ଧ୍ୱ ଜନସେବା, ମୋ ସେବା ଓ ଆଧାର କେନ୍ଦ୍ର ରହିଛି। ମାତ୍ର ଏସବୁ ସେବାକେନ୍ଦ୍ରଗୁଡ଼ିକ ମଧ୍ୟରୁ ଅନେକ କେନ୍ଦ୍ରରେ…

4 years ago

୨୦୨୨ ସୁଦ୍ଧା ସବୁ ସହରକୁ ପାନୀୟ ଜଳ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ସହରାଞ୍ଚଳକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ଓ ଆବର୍ଜନାମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ…

4 years ago