ରାଜ୍ୟ

ଜନ୍ମମାଟିରେ ପହଞ୍ଚିଲେ ସୁନାପୁଅ

ଅତାବିରା,୨୧।୯(ଡି.ଏନ.ଏ.)- ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ମଙ୍ଗଳବାର ନିଜ ମାଟି ବରଗଡ ଜିଲା ଅତାବିରାରେ ପହଞ୍ଚିଛନ୍ତି। ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ବାଗତ କରାଯାଇଥିଲା।…

4 years ago

ଆଜି କରୋନା ନେଲା ୫ ଜୀବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୪୬ ହୋଇଛି।…

4 years ago

ଆଜି ରାଜ୍ୟରେ ୪୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୦ ଜଣ ଅଛନ୍ତି।…

4 years ago

ପିପିଲି ଉପନିର୍ବାଚନ:ଆରମ୍ଭ ହେଲା ପ୍ରଚାର

ଭୁବନେଶ୍ୱର,୨୧।୯(ବ୍ୟୁରୋ)/ପିପିଲି:ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ । ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ସୋମବାରଠାରୁ…

4 years ago

ବିଏମ୍‌ସି କମିଶନରଙ୍କ ଗିରଫ ଦାବି ତେଜିଲା

ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ସ୍ମାର୍ଟସିଟିର ମୁକୁଳା ଡ୍ରେନ୍‌ରେ ଭାସିଯାଇ ଦଶମ ଶ୍ରେଣୀର ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତ୍ୟୁ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ଦାୟୀ କରିଛି ଭାଜପା।…

4 years ago

ବିପଦକୁ ଡାକୁଛି ମୁକୁଳା ଡ୍ରେନ୍‌

କଟକ ଅଫିସ,୨୧ା୯:ରୌପ୍ୟ ନଗରୀ କଟକରେ ବର୍ଷା ହେଲେ ପରିସ୍ଥିତି ଜଟିଳ ହୋଇପଡୁଛି। ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଡ୍ରେନର ଉଦ୍‌ବୃତ୍ତ ପାଣି ରାସ୍ତାରେ…

4 years ago

ବର୍ଷ ବର୍ଷ ଧରି କାମ ସରୁନି

ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରର ମୁକୁଳା ଡ୍ରେନ୍‌ ୬ବର୍ଷରେ ୬ ଜୀବନ ନେଇଛି। ଖସିପଡି ଅନେକେ ଗୁରୁତର ଆହତ ଅବସ୍ଥାରେ ବି ଉଦ୍ଧାର ହୋଇଛନ୍ତି। ବର୍ଷ ବର୍ଷ…

4 years ago

ପୁରୁଣା କାନ୍ଥରେ ନୂଆ ସ୍ମାର୍ଟ କ୍ଲାସ୍‌ରୁମ୍‌

ଯାଜପୁର ଅଫିସ,୨୧ା୯:ଯାଜପୁର ଜିଲାରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓଏମ୍‌ବିଏଡିସି) ପାଣ୍ଠିରେ ଖର୍ଚ୍ଚ ହେଉଥିବା ମୋ ସ୍କୁଲ ଅଭିଯାନରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ…

4 years ago

୬ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳକୁ ଅନୁମତି

ଭୁବନେଶ୍ୱର,୨୧।୯:ବିଭିନ୍ନ କାର୍ଯ୍ୟରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନଯାତ୍ରୀମାନଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ସୋମବାରଠାରୁ ୬ଟି ସ୍ବତନ୍ତ୍ର ଟ୍ରେନରେ ମାସିକ ସିଜନ ଟିକେଟ (ଏମ୍‌ଏସ୍‌ଟି) ଏବଂ…

4 years ago

ଲଳିତ କଳା ଏକାଡେମୀ ସଭାପତି ଭାବେ ପୁନଃ ମନୋନୀତ ହେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, ୨୧।୯ (ବ୍ୟୁରୋ) - ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ଭାବେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁନଃ ମନୋନୀତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

4 years ago