ରାଜ୍ୟ

୫୯ ବସ୍ତା ଗଞ୍ଜେଇ ବୋଝେଇ ଗାଡ଼ି ଜବତ : ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଦନ୍ତ, ମାଷ୍ଟର ମାଇଣ୍ଡ ଫେରାର

ଦିଗପହଣ୍ଡି,୪ା୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଏକ ଗଞ୍ଜେଇ ବୋଝେଇ ଗାଡ଼ି ଜବତ କରବା ସହ ଜଣକୁ ଗିରଫ କରିଛି। ଗଜପତି ଜିଲାର ବିଭିନ୍ନ ଅଞ୍ଚଳରୁ ବ୍ରହ୍ମପୁର…

4 years ago

ଜନ ଆନ୍ଦୋଳନ ସଫଳ: କାର୍ଯ୍ୟକ୍ଷମ ହେଲା ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା

ବରଗଡ଼ ଅଫିସ,୩।୨: ବରଗଡ଼ ସହରବାସୀଙ୍କ ଜନ ଆନ୍ଦୋଳନ ସଫଳ ହୋଇଛି। ସହରବାସୀଙ୍କ ଆନ୍ଦୋଳନ ପରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା…

4 years ago

ଆଇଏଏସ୍‌ ବିଜୟ କେତନଙ୍କୁ ଜାମିନ

ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

4 years ago

ଅଦିନିଆ ରଥଯାତ୍ରାକୁ ନେଇ ଥାନାରେ ଏତଲା

ପୁରୀ ଅଫିସ,୩।୨: ବମ୍ବେରେ ଇସ୍କନ ପକ୍ଷରୁ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ।…

4 years ago

ଷ୍ଟେଶନ ରୋଡ୍‌ରୁ ୪ ଲକ୍ଷ ଟଙ୍କାର ମଦ ଜବତ: ଖସିଗଲେ ମା’ ପୁଅ

କଟକ ରୋଡ,୩।୨: ରାଜଧାନୀରେ ଚୋରା ବ୍ୟବସାୟ ବେଧଡକ ଚାଲିଛି। ବିଭିନ୍ନ ଜାଗାରେ ବ୍ରାଉନସୁଗାର, ଗଞ୍ଜେଇ ସାଙ୍ଗକୁ ବିଦେଶୀ ଓ ଦେଶୀ ମଦ କାୟା ମେଲାଇଛି। ଦୀର୍ଘଦିନ ଧରି…

4 years ago

କଲ୍ୟାଣମଣ୍ଡପ ସିଲ୍‌ ଅଭିଯାନ ଆରମ୍ଭ

ଭୁବନେଶ୍ବର,୩।୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ ଥିବା…

4 years ago

ଆକର୍ଷିତ କରୁଛି ଆଦିବାସୀ ମେଳା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଆଦିବାସୀ ମେଳାକୁ ଛୁଟିଛି ଲୋକଙ୍କ ସୁଅ। ସାତ ଦିନରେ ୭ଲକ୍ଷରୁ ଅଧିକ ଦର୍ଶକ ମେଳା ବୁଲିବାକୁ ଆସିଥିବାବେଳେ କାରବାର ମଧ୍ୟ ସାଢ଼େ ତିନିକୋଟି ଟଙ୍କାକୁ ଟପିଗଲାଣି।…

4 years ago

୧୨ ବର୍ଷ ପରେ ନ୍ୟାୟ ପାଇଲେ ଓପିଟିସିଏଲ୍‌ କର୍ମଚାରୀ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଦୀର୍ଘ ୧୨ ବର୍ଷ ତଳେ ପଦୋନ୍ନତି ପାଇଁ ଯୋଗ୍ୟ ହୋଇଥିଲେ ମଧ୍ୟ ଜଣେ ଓପିଟିସିଏଲ୍‌ କର୍ମଚାରୀଙ୍କ ପଦୋନ୍ନତି ହୋଇପାରୁ ନ ଥିଲା। ଏ ସଂକ୍ରାନ୍ତରେ କର୍ତ୍ତୃପକ୍ଷଙ୍କୁ…

4 years ago

ଫେବୃୟାରୀ ୧୩ରୁ ଅନ୍ତର୍ଜାତୀୟ ରେଡିଓ ମେଳା

ଭୁବନେଶ୍ୱର,୩ା୨(ବ୍ୟୁରୋ): ‘ଆଉଟ୍‌ରିଚ୍‌’ ପକ୍ଷରୁ ଆସନ୍ତା ୧୩ ଓ ୧୪ ତାରିଖରେ ୬ଷ୍ଠ ଅନ୍ତର୍ଜାତୀୟ ରେଡିଓ ମେଳା ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ହେବ। ବିଶ୍ୱ ରେଡିଓ ଦିବସ ଅବସରରେ…

4 years ago

ଜମି ଦେବାକୁ କହି ୫୫ଲକ୍ଷ ଠକେଇ: ବିଲ୍‌ଡର୍‌ ଗିରଫ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଜମି ଦେବାକୁ କହି ୫୫ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶହୀଦନଗର ଥାନା ପୋଲିସ ଜଣେ ବିଲ୍ଡରଙ୍କୁ ଗିରଫ କରିଛି। ଗିରଫ ବିଲ୍ଡର ଜଣଙ୍କ ହେଲେ ଲକ୍ଷ୍ମୀସାଗର…

4 years ago