ରାଜ୍ୟ

ବିଚାର ବିଭାଗୀୟ ତଦନ୍ତ ଦାବିକଲା କଂଗ୍ରେସ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ନିକଟରେ ଛାତ୍ର କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିଲା। ଏହି ସମୟରେ ପୋଲିସ ଏବଂ ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି…

4 years ago

ହାତୀ ସୁରକ୍ଷା ପାଇଁ ବିଦ୍ୟୁତ୍‌ କାଟ

ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଉପକଣ୍ଠ ଅଞ୍ଚଳରେ କିଛିଦିନ ହେବ ହାତୀ ଚଳାଚଳ ବୃଦ୍ଧି ପାଇଛି। ହାତୀଙ୍କ ସୁରକ୍ଷା ପାଇଁ ବନ ବିଭାଗର ଆବଶ୍ୟକତାକୁ ଦୃଷ୍ଟିରେ ରଖି…

4 years ago

କ୍ରାଇମବ୍ରାଞ୍ଚ ତଦନ୍ତ ଦାବିକଲେ ପରିବାର

ପୁରୀ ଅଫିସ,୧୫।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲାଇଙ୍କ ମୃତ୍ୟୁ ଘଟଣାକୁ ୩ଦିନ ବିତିଯାଇଥିବାବେଳେ ପୋଲିସ ହାତ ବର୍ତ୍ତମାନ ସୁଦ୍ଧା…

4 years ago

‘ଗ୍ରୀଷ୍ମଋତୁରେ ବିଦ୍ୟୁତ୍‌ କାଟ ସମସ୍ୟା ନ ହେବା ନିଶ୍ଚିତ କର’

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଆଗାମୀ ଗ୍ରୀଷ୍ମଋତୁରେ ବିଦ୍ୟୁତ୍‌ ଯୋଗାଣ ଅବ୍ୟାହତ ରଖିବା ପାଇଁ ଆଗୁଆ ପ୍ରସ୍ତୁତି ଭାବେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମଙ୍ଗଳବାର ରାଜ୍ୟରେ…

4 years ago

ଅସୁସ୍ଥତା କାରଣ ଦର୍ଶାଇଲେ ସୁମିତ

ଆସିକା,୧୫।୧୨(ଡି.ଏନ.ଏ.): ଡାକ୍ତର ସୁମିତ ସାହୁ ଓ ସ୍ତ୍ରୀ ତପସ୍ବିନୀ ଦାଶଙ୍କ ମଧ୍ୟରେ ଲାଗି ରହିଥିବା ପାରିବାରିକ ବିବାଦର କୌଣସି ସମାଧାନ ହୋଇପାରିନାହିଁ। ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ…

4 years ago

ବନ୍ୟପ୍ରାଣୀଙ୍କୁ ବିପଦ କୃତ୍ରିମ ଜଳଧାରଣ ଗାତ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ପ୍ରାକୃତିକ ଜଙ୍ଗଲରେ ଆର୍ଦ୍ରତା ସଂରକ୍ଷଣରେ ଉନ୍ନତି ଆଣିବା ପାଇଁ ଓଡ଼ିଶା ବନ ବିଭାଗ କୃତ୍ରିମ ଗାତ ଖୋଳୁଛି। ଗତ ୪-୫ ବର୍ଷ ହେଲା ବିଭିନ୍ନ…

4 years ago

ରାଜ୍ୟରେ ୧୧ ସାଇବର ଅପରାଧ ଥାନା ଖୋଲିବ

ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି। ଦେଶ ତଥା ଓଡ଼ିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଛି। ବ୍ୟାଙ୍କ…

4 years ago

ବଟି ମାଗି ଗିରଫ ହେଲେ ମହିଳା ଖବରଦାତା

ଉମରକୋଟ, ୧୪।୧୨(ସ୍ବ.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଜଣେ କାର୍ଯ୍ୟରତ ମହିଳା ଖବରଦାତାଙ୍କୁ ବଟି ମାଗିବା ଓ ଜାତିଆଣ ଆକ୍ଷେପ ଅଭିଯୋଗରେ ରାଇଘର ପୋଲିସ ଗିରଫ କରିଛି।…

4 years ago

ମଣ୍ଡିରୁ ଜବତ ହେଲା ୩୨ କୁଇଣ୍ଟାଲ ଧାନ

ବରଗଡ଼ ଅଫିସ୍‌,୧୪।୧୨: ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମାଣ୍ଡୋସିଲ ଧାନ କ୍ରୟକେନ୍ଦ୍ର(ମଣ୍ଡି)ରୁ ମଙ୍ଗଳବାର ଯୋଗାଣ ବିଭାଗ ୮୧ ପକେଟ୍‌ ଧାନ ଜବତ କରିଛି। ଜବତ ଧାନର…

4 years ago

ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ

ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ…

4 years ago