ଭୁବନେଶ୍ୱର,୬।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଗୁରୁବାର ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…
ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା ସବୁଦିନ ୬୦ ଉପରେ ରହୁଛି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ…
ଭୁବନେଶ୍ୱର,୬ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୪,୭୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
କେନ୍ଦୁଝର, ୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକର ଜୁଆଙ୍ଗ ଜନଜାତି ବହୁଳ ମେଦିନପୁର ଓ ଭେଜଡିହି ଗଁ। ଦୀର୍ଘ ଦୁଇବର୍ଷ ହେବ ବିଦ୍ୟୁତ୍ ଆଲୋକ ନାହିଁ।…
ଭୁବନ, ୬।୮(ଡି.ଏନ୍.ଏ.) ଗଳିକନ୍ଦିରେ ଠୁଳ ହୋଇ ରହୁଥିଲା ଆବର୍ଜନା। ବିଗାଡୁଥିଲା ସହର ସୌନ୍ଦର୍ଯ୍ୟ। ସୃଷ୍ଟି ହେଉଥିଲା ପୁତ୍ତିଗନ୍ଧମୟ ପରିବେଶ। ବଢୁଥିବା ମଶାବଂଶ ସାଜୁଥିଲା ସଂକ୍ରାମକ ରୋଗର କାରଣ।…
ଆଠମଲ୍ଲିକ,୬ା୮(ଡି.ଏନ.ଏ.) ଚାଷ ସମୟ ଗଡ଼ିଯାଉଛି। ହେଲେ ରୁଆ, ବେଉଷଣ ପାଇଁ ଜମିରେ ପାଣି ନାହିଁ। ଚଳିତ ବର୍ଷ ବର୍ଷା ପରିମାଣ କମ୍ ରହିଥିବାରୁ ଅନୁଗୋଳ ଜିଲା ଆଠମଲ୍ଲିକ…
ସୁନ୍ଦରଗଡ଼,୫।୮(ଡି.ଏନ୍.ଏ.): ଟୋକିଓ ଅଲିମ୍ପିକ୍ସରେ ଜର୍ମାନୀକୁ ୫-୪ ଗୋଲରେ ହରାଇ ଭାରତ ପୁରୁଷ ହକି ଦଳ ବ୍ରୋଞ୍ଜପଦକ ହାସଲ କରିଛି ଭାରତୀୟ ଦଳ। ଏହାପରେ ଓଡ଼ିଶା ହକିର ଅନ୍ତୁଡିଶାଳ…
ଜୁନାଗଡ଼,୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ରେଞ୍ଜ ଅଧୀନ ଘନା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀର ଗତିବିଧି ଲକ୍ଷ୍ୟ କରିବାକୁ ଯାଇଥିବା ବନ…
ଶେରଗଡ଼,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି।…
ଲାଠୋର,୫ା୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ସାହାଜପାଣି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଦିଅର ଅନୀଲ ମେହେର(୨୪)ଙ୍କ ଛୁରାମାଡରେ ଭାଉଜ ସୂର୍ଯ୍ୟକାନ୍ତି ମେହେର(୩୮)ଙ୍କ ମୃତ୍ୟୁ ଘଟିଛି। ହତ୍ୟାକାଣ୍ଡ…