ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଦ୍ୱାରା ସ୍ଥାନୀୟ କଳିଙ୍ଗନଗର କେ-୮ ଅଞ୍ଚଳରେ ନିର୍ମାଣ ହେଉଥିବା ପାର୍କକୁ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ୍ କଲାମଙ୍କ ନାମରେ ନାମିତ କରାଯିବ।…
ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୫।୮: ବିଜେଡି ଏମ୍ପି ଅନୁଭବ ମହାନ୍ତି ନିଜ ନିର୍ବାଚନ ମଣ୍ଡଳୀ କେନ୍ଦ୍ରପଡ଼ାରେ ଯାତ୍ରୀବାହୀ ଟ୍ରେନ୍ ସେବା ଆରମ୍ଭ କରିବା ଲାଗି ବୁଧବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ…
ଭୁବନେଶ୍ୱର,୫।୮ (ବ୍ୟୁରୋ): ରାଜ୍ୟରେ ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବ…
ଭୁବନେଶ୍ୱର,୫।୮(ବ୍ୟୁରୋ): ଏଣିକି ବାହାର ରାଜ୍ୟରୁ ଓଡ଼ିଶାକୁ ଆସିଲେ କୋଭିଡ୍ ନେଗେଟିଭ୍ ରିପୋର୍ଟ କିମ୍ବା ଟିକାକରଣ ପ୍ରମାଣପତ୍ର ଆବଶ୍ୟକ ନାହିଁ। ଓଡ଼ିଶାକୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ କରାଯାଇଥିବା…
କଟକ ଅଫିସ,୫।୮: ହାଇକୋର୍ଟରେ ବିଭିନ୍ନ ମାମଲାର ସିଧାପ୍ରସାରଣକୁ ହାଇକୋର୍ଟ ବାର୍ ଆସୋସିଏଶନ ପକ୍ଷରୁ ବିରୋଧ ଜାରି ରହିଛି। ଆସନ୍ତା ୯ ପର୍ଯ୍ୟନ୍ତ ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ଆଇନଜୀବୀଙ୍କ…
ଭୁବନେଶ୍ୱର, ୫।୮ (ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ଇତିମଧ୍ୟରେ ୨୩ରୁ ଊର୍ଦ୍ଧ୍ୱ ଦିନ ବିତିଗଲାଣି। ମାତ୍ର ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର ରହସ୍ୟ ଉପରୁ…
ଦାରିଙ୍ଗବାଡ଼ି,୫।୮ (ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଜଣେ ଯୁବକ ଆଇଏଏସ୍ ପାଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କେବଳ ସେତିକି ନୁହେଁ, କେହି ଜଣେ…
ଭୁବନେଶ୍ୱର,୫।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍) ବିରଞ୍ଚି ନାରାୟଣ ସାହୁଙ୍କ…
ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ମହିଳା ହକି ଦଳ ଆର୍ଜେଣ୍ଟିନାଠାରୁ ୨-୧ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଟିମ୍ର…
ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଦ୍ୱିତୀୟ ଲହରର ଭୟାବହତା ଥିବା ବେଳେ ଚଳିତ ମାସ ଶେଷ ଆଡ଼କୁ ତୃତୀୟ ଲହର ଆସିବ ବୋଲି ହାଇଦ୍ରାବାଦ ଓ କାନପୁର…