ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୧,୯୬୯ଟି ଘରୋଇ ଇଂଲିଶ ମିଡିୟମ ସ୍କୁଲ ରହିଛି। ଏଥିରୁ ୭୬୫ଟି ସ୍କୁଲ ରାଜ୍ୟ ସରକାରଙ୍କ…
ନୟାଗଡ଼ ଅଫିସ,୧୨।୧୨: ଜୀବିତ ଲୋକଙ୍କ ନାମରେ କୋଭିଡ୍ ମୃତକଙ୍କ ପାଇଁ ଉଦ୍ଦିଷ୍ଟ ସହାୟତା ରାଶି ନୟାଗଡ଼ ଜିଲାର କେତେଜଣ ଲୋକଙ୍କୁ ମିଳିଛି। ଏହା ପରେ କୋଭିଡ୍ ମୃତକଙ୍କ…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ସନ୍ସାଇନ ପବ୍ଲିକ୍ ସ୍କୁଲ୍ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡରେ ସଂପୃକ୍ତି ଦର୍ଶାଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏସ୍)ଅନ୍ତର୍ଗତ ହିତାଧିକାରୀମାନଙ୍କୁ ଆଉ ୪ ମାସ ଲାଗି ମାଗଣାରେ ଅଧିକ ୫ କିଲୋ ଚାଉଳ ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପୁଳାପୁଳା ଚେକ୍ଡ୍ୟାମ ନିର୍ମାଣ କରୁଛନ୍ତି। ମାତ୍ର ସେଗୁଡ଼ିକ ଚାଷୀଙ୍କ କାମରେ ଆସୁନାହିଁ। ବର୍ଷାଦିନେ ବି…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୩୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଭଦ୍ରକ ଜିଲାର। ତେବେ…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ…
ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ ବ୍ଲକ ବୁରଖତ ଗ୍ରାମ ନିକଟ ଘାଟି ରାସ୍ତାରେ ଶନିବାର ଏକ ପିକ୍ଅପ୍ ଭ୍ୟାନ ୨୦୦ ଫୁଟ ତଳକୁ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି।…
ଡାବୁଗାଁ/ପାପଡାହାଣ୍ଡି,୧୧।୧୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲାରେ ଶୁକ୍ରବାର ପୃଥକ୍ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ନବରଙ୍ଗପୁର ଜିଲା…
ଆସିକା,୧୧।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ଚିନିଶିଳ୍ପ ଅତିଥି ଭବନରେ ସ୍ତ୍ରୀ ତପସ୍ବିନୀ ଦାସଙ୍କୁ ଏକାକୀ ଛାଡ଼ି ଡାକ୍ତର ସ୍ବାମୀ ସୁମିତ ସାହୁ କେଉଁଆଡ଼େ ପଳାଇଛନ୍ତି। ବ୍ରହ୍ମପୁର ଏସ୍ଡିଜେଏମ୍…