ଭୁବନେଶ୍ୱର,୨୧ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୩ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ନିର୍ବାଚନରେ ପ୍ରାୟ ୭୮ ପ୍ରତିଶତ ମତଦାନ ହେଉଥିବା ରାଜ୍ୟ ନିର୍ବାଚନ କମିଶନର ସୂଚନା…
କଟକ ଅଫିସ,୨୧ା୨: କଟକ କଲେଜ ଛକସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲର ପଞ୍ଚମ ଶ୍ରେଣୀ ଛାତ୍ରୀ ପ୍ରିୟାଂଶୀ ପ୍ରିୟଦର୍ଶିନୀ ଶନିବାର ଇଣ୍ଡିଆ ବୁକ୍ ଅଫ୍ ରେକେର୍ଡରେ ସ୍ଥାନ ପାଇଛନ୍ତି।…
ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବେଳକୁ ବେଳ ଉଗ୍ରରୂପ ଧାରଣ କରୁଛି। ନିଜ ସପକ୍ଷରେ ଜନମତ ନେବାକୁ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକ ହିଂସାକାଣ୍ଡର ସାହାରା ନେଉଛନ୍ତି।…
ଭୁବନେଶ୍ୱର, ୨୧।୨: ରାଜ୍ୟରେ ୧୪ଟି ହାତୀ ଚଲାପଥ ବା ହାତୀ କରିଡର ରହିଥିବା ୨୦୧୦ରେ ବନ ବିଭାଗ କହିଥିଲା। ୨୦୧୨ରେ କେନ୍ଦ୍ର ସରକାରଙ୍କୁ ଡ୍ରାଫ୍ଟ ନୋଟିସ୍ ପଠାଇବା…
ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ରବିବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୭୧% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।…
ରାୟଗଡ଼ା ଅଫିସ/ବିଷମକଟକ,୨୦ା୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ଅଧୀନ କଲ୍ୟାଣସିଂହପୁର ବ୍ଲକରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଗ୍ରହଣ ବେଳେ ରବିବାର ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି…
ଭଦ୍ରକ ଅଫିସ,୨୦।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ରବିବାର ଥିଲା ତୃତୀୟ ପର୍ଯ୍ୟାୟ ମତଦାନ। କୋହ୍ଲ ପଞ୍ଚାୟତର ୪ ନନମ୍ବର ବୁଥ୍ରେ ଉତ୍ତେଜନା ଦେଖାଦେଇଛି। ବାଲଟ ପେପର…
ପୁରୁଷୋତ୍ତପୁର,୨୦ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୨୬ଟି ପଞ୍ଚାୟତରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏହାକୁ ନେଇ…
ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଏଙ୍ଗାରସିଂ ପଞ୍ଚାୟତର ଜାଲ ଗ୍ରାମବାସୀ ସମୂହ ଭୋଟ୍ ବର୍ଜନ, ପଞ୍ଚାୟତ ପୂର୍ଣ୍ଣ ଗଠନ ବେଳେ ଗ୍ରାମବାସୀଙ୍କୁ ଅଣଦେଖା ନେଇ…