ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨ (ବି.ପ୍ର./ଡି.ଏନ୍.ଏ.): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନବରଙ୍ଗପୁର ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ବ୍ଲକ୍କୁ ଗ୍ରାମରକ୍ଷୀଙ୍କୁ ନେଇ ଯାଉଥିବା ପୋଲିସ ବସ୍ ଶୁକ୍ରବାର ରାତିରେ ପାପଡ଼ାହାଣ୍ଡି ଥାନା…
ପୁରୀ ଅଫିସ,୨୦।୨: ପୁରୀ ରାଜଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ରାତ୍ରିଯାପନ କରିଛନ୍ତି। ରାତ୍ରଭୋଜନରେ ରାଷ୍ଟ୍ରପତି ନିରାମିଷ ଆହାର ଗ୍ରହଣ କରିଥିବା ବେଳେ ପରିବାରର ସଦସ୍ୟ ଆମିଷ…
ଭୁବନେଶ୍ୱର,୨୦।୨(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକଙ୍କ କଡ଼ା ଚେତାବନୀ ପରେ ମଧ୍ୟ ପଞ୍ଚାୟତ ନିର୍ବାଚନ ହିଂସାକାଣ୍ଡ ଥମିବାର ନାଁ ନେଉନାହିଁ। ଗାଁ ଗଣ୍ଡାରେ ହିଂସାକାଣ୍ଡକୁ ନେଇ ଆତଙ୍କ ସୃଷ୍ଟି ହୋଇଛି।…
ଭୁବନେଶ୍ୱର,୨୦ା୨ (ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟା ସୁଦ୍ଧା…
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୨୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୬୭,୧୦୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଧାପ୍ରାପ୍ତ ହୋଇଥିବା ବୁଥ୍ରେ ସାନି ମତଦାନ ଅନୁଷ୍ଠିତ ହେବ। ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଆସନ୍ତା ୨୩ରେ…
ହିଞ୍ଜିଳିକାଟୁ,୧୯ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ବଢୁଛି। ବ୍ଲକରେ ଗତ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଛି। ଶୁକ୍ରବାର ଦୟାପଲ୍ଲୀ…
କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ୨୯ ନମ୍ବର ଜୋନ୍ ଅଣସଂରକ୍ଷିତ ରହିଛି। ଏହି ସିଟ୍ରେ ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଫେବୃୟାରୀ ୨୪ରେ ନିର୍ବାଚନ ଅନୁଷ୍ଠିତ…
କୋକସରା,୧୯ା୨(ଡି.ଏନ୍.): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଶେଷ ହୋଇଛି। ରବିବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ…
ପୁରୀ ଅଫିସ,୧୯ା୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଅପରାହ୍ନ ୫ଟା ୧୦ରେ କାରକେଡ୍ ଶ୍ରୀମନ୍ଦିର…