ମାଲକାନଗିରି,୪ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅଧୀନ ଘାସିଙ୍ଗବେଡ଼ା।…
ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା…
ବାଲେଶ୍ୱର ଅଫିସ, ୩।୧୨: ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଉଠାଣ ନିମନ୍ତେ କାଗଜପତ୍ର ଠିକ୍ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ରେଳଷ୍ଟେଶନ ନିକଟସ୍ଥ…
ଭୁବନେଶ୍ୱର,୩ା୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହି ସାମୁଦ୍ରିକ ଝଡ଼ ‘ଜୱାଦ’ ଉତ୍ତର- ଉତ୍ତର ପଶ୍ଚିମ ଦିଗ…
ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ ନେଇ…
ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ।…
କଟକ ଅଫିସ,୩।୧୨: ରାଜ୍ୟ ସରକାର ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଶୁକ୍ରବାର ହାଇକୋର୍ଟରେ ଦାଖଲ କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ…
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟି ବାତିଲ କରିଛନ୍ତି।…
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ…
ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ତୃତୀୟ ଦିନ। ଆଜି ବି ଚାଲିପାରୁନି ଗୃହ କାର୍ଯ୍ୟ। ତେବେ ପୁଣି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ଟା…