ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଦୀର୍ଘଦିନର ନୀରବତା ପରେ ବିଜେଡି କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନ କରିବା ପାଇଁ ଅଣ୍ଟା ଭିଡିଛି। କେନ୍ଦ୍ର ସରକାର ଓଡ଼ିଶା ଚାଷୀଙ୍କ ପ୍ରତି ଅବହେଳା…
ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି।…
ଆରଡ଼ି, ୧୭।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। କାର୍ଯ୍ୟ ଆରମ୍ଭ ପୂର୍ବରୁ ଶୁକ୍ରବାର ପୀଠରେ ପହଞ୍ଚିଥିଲା ବୈଷୟିକ ଟିମ୍।…
ବାରିପଦା ଅଫିସ,୧୭।୭- ମୟୂରଭଞ୍ଜ ଜିଲାରେ ଚୋରା ମଦ ଓ ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସୀମାନ୍ତ ପଶ୍ଚିମବଙ୍ଗରୁ ଏହି ଜିଲାକୁ ନକଲି…
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ନିକଟରେ ରାଜ୍ୟର ୩ଜଣ ଓଡ଼ିଆ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରାଯାଇଛି। ଦୀର୍ଘ ଦିନ ପରେ ଓଡ଼ିଆ ଅଧିକାରୀଙ୍କୁ ଏଭଳି ପଦବୀରେ ଅବସ୍ଥାନ କରି ରାଜ୍ୟରେ…
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଜାଲ୍ କମ୍ପାନୀ, ଜାଲ୍ ପଦବୀ, ଜାଲ୍ ବିଲ୍ ମାଧ୍ୟମରେ ଚାଲିଥିଲା ବହୁ କୋଟି ଟଙ୍କାର ଜିଏସ୍ଟି ଠକେଇ। ରାଜ୍ୟ ଜିଏସ୍ଟି ବିଭାଗର ଏନ୍ଫୋର୍ସମେଣ୍ଟ ଓ୍ବିଙ୍ଗ୍ ଗୁରୁବାର…
ଭୁବନେଶ୍ୱର,୧୭ା୭ (ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨ଶହ ୮୪ଜଣ ଗର୍ଭବତୀଙ୍କୁ କୋଭିଡ୍ ଟିକା ଦିଆଯାଇଛି। ଟିକା ନେବା ପାଇଁ କିପରି…
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭିଡିଓ କନ୍ଫରେନ୍ସ ଜରିଆରେ ଅପରାହ୍ନ…
ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୭ା୭(ସ୍ବ.ପ୍ର.): ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍ଏଫ୍) ପାଣ୍ଠି ହେଉଛି ଜିଲାର ନିଜସ୍ବ ଅର୍ଥ। ଜିଲାର ଖଣି ଖାଦାନ ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳରେ ଏହାର ବିନିଯୋଗ ହେବ।…
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ମହାମାରୀ କରୋନାର ତୃତୀୟ ଲହର ଆସିବା ଯଥେଷ୍ଟ ଆଶଙ୍କା ରହିଛି। ପିଲାମାନଙ୍କ ଉପରେ ଏହାର ପ୍ରଭାବ ଅଧିକ ରହିବ ବୋଲି…