କଟକ ଅଫିସ,୮।୨: ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍ଏସ୍ଟିଇଟି) ବୁଧବାର ଅନୁଷ୍ଠିତ ହେବ। ପ୍ରଥମ ପେପର୍ ସକାଳ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ଓ ଦିନ ୧ଟାରୁ ୩.୩୦…
ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୨ଠାରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। କୋଭିଡ୍ ଗାଇଡ୍ଲାଇନ୍ ଅନୁସାରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।…
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନତୀ ଓ ଅପାରଗତା ପାଇଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।…
ଭୁବନେଶ୍ୱର,୮।୨(ବ୍ୟୁରୋ): ପୌରାଞ୍ଚଳ ନିର୍ବାଚନ ପାଇଁ ନିର୍ବାଚନୀ ଖର୍ଚ୍ଚ ବଢ଼ିଛି। ଏନ୍ଏସି ମ୍ୟୁନିସିପାଲିଟି ଏବଂ ମ୍ୟୁନିସିପାଲ କର୍ପୋରେଶନ ନିର୍ବାଚନୀ ଖର୍ଚ୍ଚ ବଢ଼ିଥିବା ବେଳେ ରାଜ୍ୟ ନିର୍ବାଚନ ଆୟୋଗ ଏହାର…
ଭୁବନେଶ୍ୱର,୮।୨(ବ୍ୟୁରୋ): କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବା…
ଅନୁଗୋଳ ଅଫିସ, ୮।୨ କୋଭିଡ୍ ସଂକ୍ରମଣ କାରଣରୁ ଦୀର୍ଘଦିନ ବନ୍ଦ ରହିବା ପରେ ସୋମବାରଠାରୁ ଅନୁଗୋଳ ଜିଲାରେ ହାଇସ୍କୁଲଗୁଡ଼ିକ ଖୋଲିଛି। ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।…
ଢେଙ୍କାନାଳ ଅଫିସ, ୮।୨ ନିର୍ବାଚନ ମଣ୍ଡଳୀରେ ବିଜେଡିର ପତିଆରା ଥିଲେ ମଧ୍ୟ ୨୦୧୭ରେ ହାତରୁ ଖସିଯାଇଥିଲା ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ୧ନଂ. ଜିଲା ପରିଷଦ ଜୋନ୍।…
ସଜନାଗଡ, ୮।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି କେନ୍ଦୁଖୁଣ୍ଡା ଅଞ୍ଚଳରେ ଏକ ଭାଲୁ ଘରର ଟିଣକୁ ଟାଣି ଭିତରକୁ ପଶିବାକୁ ଚେଷ୍ଟା କରୁଛି। ଶେଷରେ ବିଫଳ ହୋଇ ଭାଲୁଟି…
ଆରଡ଼ି, ୮।୨(ଡି.ଏନ.ଏ.) ଦୁଇମାସ ହେଲା ସରକାରୀ ନଳକୂପ ଭାଙ୍ଗିଯାଇଛି। ଆଉ ଦୁଇଦିନ ହେବ ମୋଟର ପୋଡ଼ିଯିବା ଯୋଗୁ ପ୍ରକଳ୍ପ ପାଣି ମଧ୍ୟ ମିଳିପାରୁନି। ଫଳରେ ନାହିଁ ନ…
କେନ୍ଦୁଝର, ୮।୨ (ସ୍ବ.ପ୍ର./ ଡି.ଏନ.ଏ.) କେନ୍ଦୁଝର ଜିଲାରେ ଚନ୍ଦନ ତସ୍କରୀ ଉପରେ ପ୍ରଶାସନର ଅଙ୍କୁଶ ଲାଗିପାରୁନାହିଁ। ଫଳରେ ଜିଲାରେ ଚନ୍ଦନ ଗଛ ଚୋରି ବଢ଼ିବାରେ ଲାଗିଛି। ଏବେ…