ରାଜ୍ୟ

ବଡ଼ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ

ପୁରୀ ଅଫିସ,୧୨ା୭: ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ରତ୍ନବେଦିରୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ତିନିଠାକୁର। କୋଭିଡ୍‌…

4 years ago

ବିଶ୍ୱସ୍ତରୀୟ କ୍ୟାନସର ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୭(ବ୍ୟୁରୋ): ରାଜଧାନୀରେ ସୋମବାର ଦୁଇଟି କ୍ୟାନସର ହସ୍ପିଟାଲ ପାଇଁ ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଟଣୀ ଅଞ୍ଚଳରେ ଥିବା ଇନ୍‌ଫୋସିଟି-୨ରେ ୨୦ରୁ ୨୫ ଏକର ଜମି…

4 years ago

ନିର୍ଦ୍ଧାରିତ ସମୟ ପୂର୍ବରୁ ଗଡିଲା ରଥ

ପୁରୀ ଅଫିସ୍‌,୧୨।୭: ଚଳିତବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା ଆରମ୍ଭ ହୋଇଛି। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ…

4 years ago

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ…

4 years ago

ଠକେଇ ଟଙ୍କା ଫେରି ପାଇବାକୁ ଅପହରଣ

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ,୧୨ା୭ (ଡି.ଏନ୍‌.ଏ.):ରାଜଧାନୀରୁ ଅପହୃତ ଜଣେ ଯୁବକଙ୍କୁ କମିଶନରେଟ ପୋଲିସ ରବିବାର ଖୋର୍ଦ୍ଧାରୁ ଉଦ୍ଧାର କରିଛି। ଏଥିସହ ଦୁଇ ଅପହରଣକାରୀ ଓ ଅପହୃତ ଯୁବକଙ୍କୁ ଗିରଫ କରି…

4 years ago

ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରତ୍ନବେଦୀ ଛାଡି ଜନ୍ମ ବେଦୀକୁ ଯିବେ ବିଶ୍ୱ ନିୟନ୍ତା। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ…

4 years ago

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୩ ଜୀବନ

ଭୁବନେଶ୍ୱର,୧୨/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

4 years ago

ଖତ ଖାଉଛି ମହୁ ବାକ୍ସ

କେନ୍ଦୁଝର,୧୨।୭(ସ୍ବ.ପ୍ର.)-ଏକଦା କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ମହୁର ବିଶ୍ୱସନୀୟତା ବାହାରେ ଅଧିକ ରହିଥିଲା। ଏହି ଜିଲାରେ ପ୍ରଚୁର ପରିମାଣରେ ମହୁ ଉତ୍ପାଦନ ହେଉଥିଲା। ପ୍ରାକୃତିକ ପରିବେଶରେ ବଣଜଙ୍ଗଲରେ…

4 years ago

ରାଜ୍ୟରେ ୨ ହଜାର ତଳକୁ ଖସିଲା ସଂକ୍ରମଣ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ସୋମବାର ରାଜ୍ୟରେ ୧୯୯୩ କରୋନା ଆକ୍ରାନ୍ତ ଚିହ୍ନଟ…

4 years ago

ରାଜ୍ୟର ୬ ବେଳାଭୂମିରେ ଜମିବ ନାଚ ଗୀତର ଆସର

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ଓଡ଼ିଶା ବେଳାଭୂମିର ରୂପ ବଦଳିବ। ସୌଖୀନ ଖାଦ୍ୟ ସାଙ୍ଗକୁ ନାଚ ଗୀତର ଆସର ଜମିବ। ପର୍ଯ୍ୟଟକମାନେ ମଦ୍ୟପାନ ସହ ନାଚ ଗୀତର ମଜା ନେଇପାରିବେ। ବେଳାଭୂମିକୁ…

4 years ago