ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…
ଢେଙ୍କାନାଳ ଅଫିସ, ୫।୭: ସ୍ନାନଯାତ୍ରାଠାରୁ ଆରମ୍ଭ ହୋଇଛି ବଡ଼ଦିଅଁଙ୍କ ଅଣସରନୀତି। ଜ୍ୱରରେ ଥରୁଥିବା କାଳିଆ ଠାକୁରଙ୍କ ଉପଶମ ପାଇଁ ମନ୍ଦିରରେ ଆରମ୍ଭ ହୋଇଛି ଗୁପ୍ତସେବା। ଢେଙ୍କାନାଳସ୍ଥିତ ଶ୍ରୀବଳରାମ…
ବଇଣ୍ଡା,୫ା୭: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ୨୭ ଡାକ୍ତର ପଦବୀ ଖାଲି ଥିଲା। କରୋନା ସମୟରେ ଏତେ ସଂଖ୍ୟକ ଡାକ୍ତର ନଥିବା ଯୋଗୁ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ…
ଭୁବନେଶ୍ୱର,୫।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୮୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
ବାଲେଶ୍ୱର ଅଫିସ, ୫।୭-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରସଲପୁର ପଞ୍ଚାୟତ ଦେଇ ପ୍ରବାହିତ ଜଳକା ନଦୀର ଶାଖା ତୁଳସୀ ନଦୀ ରସଲପୁର ପଞ୍ଚାୟତକୁ ଦୁଇଭାଗ କରିଛି।…
ଝୁମ୍ପୁରା, ୫।୭ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ମଲଦା ପଞ୍ଚାୟତରେ ରହିଛି ଜଗଦଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଏହାର ଉନ୍ନତୀକରଣ କାମ ଅଧାରେ ଅଟକିଛି। ଉକ୍ତ…
ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ…
ଜାମଟିକ୍ରା,୪ା୭ : ମଦ କାରଣରୁ ମା’-ବାପାଙ୍କ ଠାରୁ ଅଲଗା ହୋଇଯାଇଛି ୧୦ ବର୍ଷର ବାଳକ। ବରଗଡ଼ ଜିଲା ଭେଡେନ ଥାନା ତାଲମେଣ୍ଡା ପଞ୍ଚାୟତର ରଙ୍ଗାଟିକ୍ରା ଗ୍ରାମରେ ଘଟିଛି…
ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧)…
ମୁନିଗୁଡ଼ା/ରାୟଗଡ଼ା ଅଫିସ,୪।୭: ଏକ ମାଲ୍ ବୋଝେଇ ଟ୍ରକ୍ରୁ ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ଶନିବାର ୭୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ସମ୍ପୃକ୍ତ ମୁଖ୍ୟ…