ଖଡିଆଳ,୪।୭: ନୂଆପଡ଼ା ଜିଲା ଖଡ଼ିଆଳ ସାନମହେଶ୍ୱର ଗ୍ରାମ ୩୫୩ ନଂ. ଜାତୀୟ ରାଜପଥରେ ରବିବାର ଏକ ଗାଡି ଧକ୍କାରେ ବାଇକ୍ ଚାଳକ ବଳଦେବ ନିଆଲ(୪୫)ଙ୍କ ମୃତ୍ୟୁ ଘଟିଛି।…
ମାଲକାନଗିରି,୪।୭: ମାଲକାନଗିରି ଜିଲା ଓର୍କେଲ ଥାନା ଅଞ୍ଚଳର ଜଣେ ଯୁବତୀ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାଲକାନଗିରି ବନପାଳ ମୁରଲୀଧର ଅନୁଗୁଳିଆଙ୍କୁ ରବିବାର…
ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…
ଠାକୁରମୁଣ୍ଡା,୪ା୭: ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ମହିଳାଙ୍କ ମୁଣ୍ଡ…
ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ୧ କୋଟି ଲୋକ ପ୍ରଥମ ଡୋଜ ଟିକା ନେଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ ବିଦେଶରୁ…
ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ୩ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି।…
ଭୁବନେଶ୍ୱର,୪ା୭(ବ୍ୟୁରୋ): ଓଡ଼ିଶା ସମେତ ୬ଟି ରାଜ୍ୟରେ କରୋନା ସଂକ୍ରମଣ କମୁ ନ ଥିବାରୁ ଏ ନେଇ କେନ୍ଦ୍ର ସରକାର ଏସବୁ ରାଜ୍ୟକୁ ସ୍ବତନ୍ତ୍ର ଟିମ୍ ପଠାଇଛନ୍ତି ।…
ରାଜନଗର,୪ା୭(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଏବେ ଦେଶୀୟ ପକ୍ଷୀଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି।…
ଭୁବନେଶ୍ୱର,୪।୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ…