ପାତ୍ରପୁର, ୧୪ା୧୧(ଡି.ଏନ୍.ଏ.): ଓଡ଼ିଶା ମାନଚିତ୍ରରେ ଗାଁ ରହିଛି ହେଲେ ପ୍ରଶାସନିକ ଅବହେଳାରୁ ଏହି ଗାଁଗୁଡ଼ିକୁ ବିକାଶ ପହଞ୍ଚତ୍ ପାରିନାହିଁ। ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଏହାର ସୁଯୋଗ ନେଇ କୋଟିଆ…
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବଡ଼ ବଡ ସହରରେ ନିଃଶ୍ୱାସପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ବିଶୁଦ୍ଧ ବାୟୁ ଟିକେ ପାଇବା କଷ୍ଟକର ହୋଇ ପଡ଼ିଲାଣି। ହୁ ହୁ ହୋଇ ମାଡ଼ି…
ପାଣିକୋଇଲି,୧୪ା୧୧(ଡି.ଏନ.ଏ.): ପାଣିକୋଇଲି ପଞ୍ଚାୟତ ବଣିଆଗାଡ଼ିଆ (ଖଜିରିପୁର) ଗ୍ରାମର ବୃଦ୍ଧ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳଙ୍କୁ ତାଙ୍କ ଦୁଇ ପୁଅ ନ ପଚାରିବାରୁ ସେ ସ୍ଥାନୀୟ ବିଦ୍ୟାଳୟ ବାରଣ୍ଡାରେ ଆଶ୍ରୟ ନେଇଥିଲେ।…
ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଥାଇଲାଣ୍ଡ ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଶନିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ୧୫ ତାରିଖ ସୁଦ୍ଧା ଏହା ଆଣ୍ଡାମାନ ଉପକୂଳରେ ପହଞ୍ଚତ୍ବ। ପରେ…
ପୁରୀ ଅଫିସ, ୧୪ା୧୧: ଚଳିତମାସ ୧୪, ୧୫ ଓ ୧୯ ତାରିଖରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶନିବାର ଉପଜିଲାପାଳ ଭବତାରଣ ସାହୁ…
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୨୬୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୫,୪୭୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ନିରାକାରପୁର,୧୪।୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଉପରୁ ରବିବାର ସ୍ଥାନୀୟ ପୋଲିସ ଏକ ଟ୍ରକ ବୋଝଇ ଗୋ-ମାଂସ ଜବତ କରିଛି।…
ଗୁଣପୁର,୧୨।୧୧(ଡି.ଏନ୍.ଏ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ପୁଟାସିଂରେ ଜଣେ ଯୁବକଙ୍କ ଆକ୍ରମଣରେ ରୁଟି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକ…
ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍ ସିନ କରିବା, କୋର୍ଟଙ୍କୁ…