ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍ ଭାସ୍କର…
ଝାରସୁଗୁଡ଼ା ଅଫିସ,୧୨।୫: ମେ ୩୧ ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ବୁଧବାର ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ଶେଷ ହୋଇଛି। ୧୨ ତାରିଖ ଗୁରୁବାର ନାମାଙ୍କନପତ୍ର…
ଦିଗପହଣ୍ଡି,୧୨ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ମାମି ଗୌଡ଼ଙ୍କୁ ତାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁର ଯୌତୁକ ପାଇଁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ…
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ ଗୁରୁତର…
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ କୋହଳ ହେଲା କଟକଣା। ମହାମାରୀ କରୋନାକୁ ନେଇ ଡ୍ୟାନ୍ସ ବାର୍ ଉପରେ ଲାଗୁ ହୋଇଥିବା କଟକଣାକୁ ଶେଷରେ କୋହଳ କରାଯାଇଛି।…
କାମାକ୍ଷାନଗର,୧୨ା୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ମହାବିରୋଡ୍ ଫାଣ୍ଡି ଜରଡ଼ା ଘାଟିରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍…
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି।…
ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ ଅସନ୍ତୋଷ…
ଦାରିଙ୍ଗବାଡ଼ି,୧୨ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତିନିଛକ ବଜାର ମଧ୍ୟରେ ଯାଇଥିବା ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁବାର ସକାଳେ ଗୁରୁତର ହୋଇଛନ୍ତି। ସେ…
ବାଲେଶ୍ୱର ଅଫିସ,୧୨।୫: ବାଲେଶ୍ୱର ଜିଲାର ରେମୁଣା ବ୍ଲକ ଜେଇ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ଏକ ଭିଡ଼ିଓ ଭାଇରାଲ୍ ହେଉଛି। ଏହାକୁ ନେଇ ଉପରିସ୍ଥ ଅଧିକାରୀମାନେ ତଦନ୍ତ…