ରାଜ୍ୟ

ଭୁଲ ଇଞ୍ଜେକ୍ସନ ଦେବାରୁ ଗାଈର ଜୀବନ ଗଲା: ନକଲି ଡାକ୍ତରଙ୍କୁ ପୋଲିସର ପଚରାଉଚରା

ଆନନ୍ଦପୁର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ କଲୋନୀ ସାହିର ବାଇନ ନାହାକଙ୍କ ଗର୍ଭଣୀ ଗାଈକୁ ୪ଟି ଇଞ୍ଜେକସନ୍‌ ଓ ଦୁଇଟି ପାଣି ଔଷଧ ଦିଆଯିବା ପରେ…

5 years ago

ରାଜସ୍ବ କର୍ମଚାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ୨ ଭାଇ ଗିରଫ

ପୁରୁଷୋତ୍ତମପୁର,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାଲି ମାଫିଆମାନେ ଦିନକୁ ଦିନ ସେମାନଙ୍କ ପତିଆରା ବିସ୍ତାର କରି ଋଷିକୂଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚୋରି କରି…

5 years ago

ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଖରା ସହ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ସ୍ଥିତିରେ ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଭୁବନେଶ୍ୱର ସ୍ଥାନିତ…

5 years ago

ପୂର୍ବତନ ବିଧାୟକଙ୍କ ପରଲୋକ

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ ଭାଜପା ବିଧାୟକ ସୁରେନ୍ଦ୍ର କହଁରଙ୍କ ଶନିବାର ପରଲୋକ ହୋଇଯାଇଛି। ଦେହାନ୍ତ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ…

5 years ago

ଅପ୍ରମୟୀଙ୍କ ଗୋଟିଏ ଫୋନ୍‌ କଲ୍‌ ଧରାଇଲା ବଡ଼ ଡକାୟତ ଗ୍ୟାଙ୍ଗ

କେନ୍ଦ୍ରାପଡା ଅଫିସ,୨୩ା୪: କେନ୍ଦ୍ରାପଡ଼ା ଜିଲା ତନ୍ତିଆପାଳ ଥାନା କାକଟପୁର ଗ୍ରାମର ଅପ୍ରମୟୀ ସ୍ବାଇଁଙ୍କ ଗୋଟିଏ ଫୋନ୍‌ କଲ୍‌ ଏକ ଆନ୍ତଃରାଜ୍ୟ ଡକାୟତ ଦଳର ପର୍ଦ୍ଦାଫାଶ କରିଛି। ଏହି…

5 years ago

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ରଙ୍ଗୀନ ଅଣ୍ଡା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସ୍‌ଲିମ ବସ୍ତିର ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ରଙ୍ଗୀନ ଅଣ୍ଡାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ରଙ୍ଗୀନ ଅଣ୍ଡାର ଫଟୋ…

5 years ago

ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ବଲାଙ୍ଗୀର ଅଫିସ, ୨୩।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସିପଡ଼ି ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଶାନ୍ତ କୁମାରଙ୍କ…

5 years ago

ବ୍ୟବସାୟୀଙ୍କୁ ପିଟି ପିଟି ମାରିଦେଲେ

ଛତ୍ରପୁର,୨୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ଶୁକ୍ରବାର ରାତିରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ସେ ହେଲେ ହଂସପୁର ଗ୍ରାମର ଯୁବ…

5 years ago

ବାହାଘର ପ୍ରୋସେସନ ବେଳେ ଟେଣ୍ଟ ମାଲିକଙ୍କୁ ହତ୍ୟା

ଗୋପ,୨୩।୪(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଦପୁର ବାଲିକନ୍ଦଳ ଗାଁରେ ଶୁକ୍ରବାର ରାତିରେ ବାହାଘର ପ୍ରୋସେସନ ବେଳେ ଏକ ହିଂସାକାଣ୍ଡ ଘଟିଛି। କପଡ଼ା ଚିରିଯିବା ଘଟଣାକୁ…

5 years ago

‘୨୦୨୩ ଡିସେମ୍ବରରେ ସରିବ କାନପୁର ଡ୍ୟାମ୍‌ କାମ’

ଯୋଡ଼ା/କେନ୍ଦୁଝର,୨୩।୪ (ଡି.ଏନ.ଏ./ସ୍ବ.ପ୍ର.) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝର ଜିଲାର କାନ୍‌ପୁର ଜଳସେଚନ ଡ୍ୟାମ୍‌ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ୨୦୨୩ ଡିସେମ୍ବର ସୁଦ୍ଧା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ…

5 years ago