ରାଜ୍ୟ

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ରାଜ୍ୟରେ…

5 years ago

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ…

5 years ago

‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି

ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି ଟଙ୍କାର…

5 years ago

ଏମିତି ବି ମାଡ଼ିଆସେ ମୃତ୍ୟୁ

କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର…

5 years ago

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ ପୋଲିସ…

5 years ago

ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ

ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି।…

5 years ago

ରାଜଧାନୀରେ ଥମୁନି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର,୨।୬: ବହୁ ଚେଷ୍ଟା ସତ୍ତ୍ୱେ ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନାହିଁ। ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରେ ୯୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

5 years ago

ମହଙ୍ଗା ପଡ଼ିଲା ବାର୍‌ହା ମାଂସ କିଣିବା

କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍‌ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି।…

5 years ago

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ…

5 years ago

ଟିକା ଲଢ଼େଇ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୨ା୬(ବ୍ୟୁରୋ): କରୋନା ଟିକା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଙ୍କଟ ଦୂର ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ।…

5 years ago