କଟକ ଅଫିସ,୯।୧୦: ରୁଚି ଫ୍ରୋଜିଟ୍ର ସର୍ବବୃହତ୍ ଷ୍ଟୋର ରବିବାର କଟକ ମହାନଦୀ ବିହାରରେ ଶୁଭାରମ୍ଭ ହେବ। ଓଡ଼ିଆ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏବଂ ଅଭିନେତା ଶୁଭାଶିଷ୍ ଏହାର…
ବାରଙ୍ଗ, ୯।୧୦(ଡି.ଏନ୍.ଏ.): ନନ୍ଦନକାନନକୁ ଶୁକ୍ରବାର ରାତିରେ ପଶୁପକ୍ଷୀ ଅଦଳବଦଳ ପ୍ରକିୟାରେ ଜୟପୁର ନହରଗଡ଼ ଜୈବ ଉଦ୍ୟାନରୁ ୪ପ୍ରଜାତିର ୮ଟି ନୂଆ ଅତିଥି ଆସିଛନ୍ତି। ନୂଆ ଅତିଥି ହେଲେ…
ଭୁବନେଶ୍ୱର,୯।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଜିଲାସ୍ତରରେ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ବ୍ଲକ ଅଧ୍ୟକ୍ଷ ପଦବୀ ଲାଗି ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଛି।…
ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ (ଏସଡିଟିଇ) ଅଧୀନରେ ଥିବା ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ (ପିଏମ୍ଇସି) ବ୍ରହ୍ମପୁର ଓ ସରକାରୀ ଯାନ୍ତ୍ରିକ…
ଭୁବନେଶ୍ୱର,୯।୧୦(ବ୍ୟୁରୋ):ବାତ୍ୟା, ବନ୍ୟା ଓ ବଜ୍ରପାତ ଆଦି ବିପର୍ଯ୍ୟୟ ପରିଚାଳନାରେ ନୂତନ ଅନ୍ତର୍ଜାତୀୟ ମାନଦଣ୍ଡ ହାସଲ କରିବା ପରେ ବର୍ତ୍ତମାନ ରାଜ୍ୟରେ ସୁନାମୀପ୍ରବଣ ଉପକୂଳ ଗ୍ରାମଗୁଡିକୁ ଏଥିଲାଗି ପ୍ରସ୍ତୁତ…
ବାରଙ୍ଗ,୯।୧୦(ଡି.ଏନ୍.ଏ.): ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ ପ୍ରତୀକ୍ଷିତ…
ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟ ସରକାର ଶୁକ୍ରବାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (ଜିଆଇଏସ୍) ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍ ପେ’…
ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସାଧାରଣ ପ୍ରଶାସନ ଏବଂ ସାଧାରଣ…
ଅନୁଗୋଳ ଅଫିସ,୯ା୧୦ କୋଭିଡ୍ ସ୍ଥିତି ସୁଧୁରୁଥିବାରୁ ଜୋର୍ ଧରିଲାଣି ବ୍ୟବସାୟ। ଦୀର୍ଘଦିନ ଧରି ବନ୍ଦ ପଡ଼ିଥିବା ବିଭିନ୍ନ କାରଖାନାରୁ ଆରମ୍ଭ ହେଲାଣି ଉତ୍ପାଦନ। ଫଳରେ ଶିଳ୍ପବହୁଳ ଅନୁଗୋଳ…
ଭୁବନେଶ୍ୱର,୯।୧୦: କୃଷକମାନଙ୍କ ଆୟ ବୃଦ୍ଧି ପାଇଁ ସେମାନଙ୍କୁ ସିଧାସଳଖ ବଜାର ସହିତ ଯୋଡ଼ିବା ଦରକାର। କୃଷି ଏବଂ ବଜାର ମଧ୍ୟରେ ଥିବା ମଧ୍ୟସ୍ଥ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଉଚ୍ଛେଦ…