ରାଜ୍ୟ

କେନ୍ଦ୍ର ପଠାଇଥିବା ୭୩ ଭେଣ୍ଟିଲେଟର ଅଚଳ

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପଠାଇଥିବା ୫୬୭ ଭେଣ୍ଟିଲେଟର ମଧ୍ୟରୁ ୭୩ଟି ଅଚଳ ହୋଇପଡ଼ିରହିଛି। ସେଥିରୁ ୧୮ଟିରେ ଉତ୍ପାଦନଗତ ତ୍ରୁଟି ରହିଥିବାବେଳେ ଅବଶିଷ୍ଟ ୫୫ ଯନ୍ତ୍ରାଂଶ…

5 years ago

ଘାରିଛି କୋଭିଡ୍‌ ଭୟ: ଜେଲରେ ବଢୁଛି ସଂକ୍ରମଣ

ବ୍ରହ୍ମପୁର ଅଫିସ/ପଦ୍ମପୁର(ଡି.ଏନ.ଏ.), ୨୩।୫: କରୋନାର କରାଳ ରୂପରୁ ବାଦ୍‌ ପଡ଼ିନି କାରାଗାର। ରାଜ୍ୟର ବିଭିନ୍ନ ଜେଲରେ କଏଦୀ, ବିଚାରାଧୀନ ବନ୍ଦୀଙ୍କ ସମେତ କର୍ମଚାରୀ ସଂକ୍ରମଣର ଶିକାର ହେବା…

5 years ago

ହକି ଫେଡେରେଶନ ପକ୍ଷରୁ ପାଣ୍ଡିଆନଙ୍କୁ ପ୍ରେସିଡେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍‌) ପକ୍ଷରୁ ଶନିବାର ଏହି ପୁରସ୍କାର…

5 years ago

ଆଉ ୨୮ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୮ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪ କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରେ…

5 years ago

ସଂକ୍ରମଣରେ ଲାଗୁନି ବ୍ରେକ୍‌: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨,୮୫୨…

5 years ago

ଶୁଦ୍ଧିକ୍ରିୟା ଭୋଜିରେ ବଡ଼ ସଡୁଙ୍କ ଛୁରା ମାଡ଼ରେ ସାନ ମୃତ

ଦିଗପହଣ୍ଡି,୨୨ା୫: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମ ଗୌଡ଼ ସାହିରେ ଶନିବାର ଏକ ଶୁଦ୍ଧିକ୍ରିୟା ଭୋଜି ଚାଲିଥିବା ବେଳେ ଧାର ଟଙ୍କା ପରିଶୋଧ ପାଇଁ…

5 years ago

ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ରବିବାର ସକାଳ ସୁଦ୍ଧା ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ…

5 years ago

ଠାକୁରଙ୍କ ପୂଜା ବେଳେ ଟଳି ପଡ଼ିଲେ ପୂଜକ

ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ…

5 years ago

ସପ୍ତାହେ ପାଇଁ ଶଟ୍‌ଡାଉନ

ଭଣ୍ଡାରିପୋଖରୀ,୨୨।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ୪ ନଂ. ୱାର୍ଡକୁ ଶୁକ୍ରବାରଠାରୁ ସପ୍ତାହେ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଉକ୍ତ ୱାର୍ଡର ପୋଖରୀ ଆଡ଼ି…

5 years ago

ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’ ସୁବିଧା: ଘରକୁ ଯାଇ ସାମ୍ପଲ ଆଣିବେ…

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଥମେ ବୟସ୍କଙ୍କ ପରେ ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’। ଏବେ ଏହି ସୁବିଧା ଭୁବନେଶ୍ୱର ସହରରେ ବସବାସ କରୁଥିବା ଭିନ୍ନକ୍ଷମଙ୍କୁ ମିଳିବ ବୋଲି ବିଏମ୍‌ସି…

5 years ago