ରାଜ୍ୟ

କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ସମୟ ବଢ଼ିଲା

ଭୁବନେଶ୍ୱର,୯।୪(ବ୍ୟୁରୋ): କୋଭିଡ୍‌-୧୯ରେ ମୃତ୍ୟୁ ପାଇଁ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଉଛି। ଏହା ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ଯୋଗାଇ…

5 years ago

ନୂଆପଡ଼ାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ

ନୂଆପଡ଼ା ଅଫିସ,୯।୪: କଳାହାଣ୍ଡି ପରେ ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ସେବା ପାଇଁ କଟକ ବଡମେଡିକାଲ ଏବଂ…

5 years ago

ମହୁ ପାଇଁ ଜଙ୍ଗଲ ଜଳୁଛି

କେନ୍ଦ୍ରାପଡ଼ା ଅଫିସ, ୯ା୪: ଜାତୀୟ ଉଦ୍ୟାନ ଭିତରକନିକାରେ ଗତ ୪ ବର୍ଷ ମଧ୍ୟରେ ୧୧ ସ୍ଥାନରେ ନିଆଁ ଲାଗିଛି। ନିଆଁ ଲିଭିବା ପୂର୍ବରୁ ଏକର ଏକର କାଜୁ,…

5 years ago

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୯ା୪(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ଓ ପଥ ପ୍ରସ୍ତୁତ। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି…

5 years ago

ପ୍ରଦୀପ ମୁନି ବିଜେଡିରୁ ନିଲମ୍ବିତ

ଫୁଲବାଣୀ ଅଫିସ, ୯ା୪: ଫୁଲବାଣୀ ପୌର ପରିଷଦ ନିର୍ବାଚନରେ ଦଳ ବିରୋଧରେ କାମ କରିବା ଅଭିଯୋଗରେ କନ୍ଧମାଳ ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଦୀପ ମୁନିଙ୍କୁ ଦଳରୁ…

5 years ago

ସବୁ ହିତାଧିକାରୀଙ୍କୁ କେବେ ମିଳିବ ପକ୍କାଘର: ଭାଜପା

ଭୁବନେଶ୍ୱର,୯।୪(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ସମସ୍ତଙ୍କୁ ପକ୍କାଘର’ ଯୋଗାଇବା ଲାଗି ଦେଖିଥିବା ସ୍ବପ୍ନକୁ ଧୂଳିସାତ୍‌ କରିବା ପାଇଁ ରାଜ୍ୟ ସରକାର ବିଧିବଦ୍ଧ ଷଡ଼ଯନ୍ତ୍ର ଚଳାଇଛନ୍ତି। କେବେ ସୁଦ୍ଧା…

5 years ago

ନୀଳଗିରି ଆଇଆଇସି, ଆଇଓଙ୍କ ବଦଳି

ସଜନାଗଡ଼,୯।୪(ଡି.ଏନ.ଏ.): ସାମାନ୍ୟ ଘଟଣାକୁ କେନ୍ଦ୍ର କରି ନୀଳଗିରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ଜଣେ ଖବରଦାତାଙ୍କ ଗୋଡ଼ରେ ଦାଗୀ ଅପରାଧୀଙ୍କ ଭଳି ବେଡ଼ି ପକାଇବା ଘଟଣାରେ…

5 years ago

‘ଏସ୍‌ଏଫ୍‌ଡିଆର୍‌’ ବୁଷ୍ଟର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୪: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ(ଡିଆରଡିଓ) ପକ୍ଷରୁ ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡ୍‌ରୁ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ…

5 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ…

5 years ago

ଖବରଦାତାଙ୍କ ଗୋଡ଼ରେ ବେଡ଼ି: ବଦଳିଲେ ନୀଳଗିରି ଥାନା ଆଇଆଇସି

ବାଲେଶ୍ୱର ଅଫିସ,୮।୪: ବାଲେଶ୍ୱର ଜିଲା ନୀଳଗିରିର ଖବରଦାତା ଲୋକନାଥ ଦଳେଇଙ୍କୁ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଥାନା ଆଇଆଇସି ଦ୍ରୋପଦୀ ଦାସଙ୍କ ସହ ମାମଲାର…

5 years ago