ଭୁବନେଶ୍ୱର,୨୨।୯ବ୍ୟୁରୋ): ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓମ୍ବାଡ୍ସି) ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇନ୍ଡୋର ଷ୍ଟାଡିୟମ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା…
ନୂଆଦିଲ୍ଲୀ, ୨୨।୯: ଭାରତର ଖାଦ୍ୟ ସୁରକ୍ଷା ମାନକ କର୍ତ୍ତୃପକ୍ଷ (ଏଫ୍ଏସ୍ଏସ୍ଏଆଇ) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ଖାଦ୍ୟ ସୁରକ୍ଷା ସୂଚକାଙ୍କ ପ୍ରକାଶ ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖଲାଲ୍…
ଭୁବନେଶ୍ୱର,୨୧।୯(ବ୍ୟୁରୋ): ଖୋଲା ନାଳରେ ଭାସିଯାଇ ଏକ ନିରୀହ ଜୀବନ ଯିବା ପରେ ଚେତିଲା ପ୍ରଶାସନ। ଆରମ୍ଭ ହେଲା ସମୀକ୍ଷା। ଭୁବନେଶ୍ୱର ଓ କଟକ ସମେତ ରାଜ୍ୟରେ ସବୁ…
କଟକ ଅଫିସ,୨୧।୯: ବାଲେଶ୍ୱର ଚାନ୍ଦିପୁରରୁ ଆଇଟିଆର ତଥ୍ୟ ଲିକ ମାମଲାରେ ୫ ଜଣ ଗିରଫ ହୋଇଥିଲେ। ତେବେ ସେମାନଙ୍କଠାରୁ ପ୍ରତିଦିନ ସାଂଘାତିକ ତଥ୍ୟ ସାମ୍ନାକୁ ଆସୁଛି। ଗିରଫ…
ପଟ୍ଟାମୁଣ୍ଡାଇ,୨୧।୯(ସ୍ବ.ପ୍ର.): ଲୋନ୍ କରାଇ ଦେବାକୁ କହି ଟଙ୍କା ନେଉଥିଲେ ମହିଳା। ପରେ ରାସ୍ତା ମଝିରେ ନିସ୍ତୁକ ପିଟିଲେ ଏକାଧିକ ମହିଳା। ଏମିତି କି ତାଙ୍କ ମୁହଁରେ କଳା…
କଟକ ଅଫିସ,୨୧।୯: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନୀତି ମାମଲାରେ ଗିରଫ ବିରଞ୍ଚି ନାରାୟଣ ସାହୁଙ୍କୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ବିରଞ୍ଚି ତଦନ୍ତରେ…
ଭୁବନେଶ୍ୱର,୨୧।୯(ବ୍ୟୁରୋ): ଭୁବନେଶ୍ୱରର ବିଭିନ୍ନ ଥାନାର ୬୦ଜଣ ଏସ୍ଆଇ ଏବଂ ଏଏସ୍ଆଇମାନଙ୍କ ମଧ୍ୟରେ ଅଦଳବଦଳ କରାଯାଇଛି। କ୍ୟାପିଟାଲ ଥାନାରୁ ଏସ୍ଆଇ ସନ୍ତୋଷିନୀ ବେହେରା ସହିଦନଗର ଯାଇଥିବା ବେଳେ ଲିଙ୍ଗରାଜ…
ଅତାବିରା,୨୧।୯(ଡି.ଏନ.ଏ.)- ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ମଙ୍ଗଳବାର ନିଜ ମାଟି ବରଗଡ ଜିଲା ଅତାବିରାରେ ପହଞ୍ଚିଛନ୍ତି। ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ବାଗତ କରାଯାଇଥିଲା।…
ଭୁବନେଶ୍ୱର,୨୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୪୬ ହୋଇଛି।…
ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୦ ଜଣ ଅଛନ୍ତି।…