ରାଜ୍ୟ

ବିବାହ ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ: ୩୦ ହଜାର ଜରିମାନା

ଭଣ୍ଡାରିପୋଖରୀ,୭।୫(ଡି.ଏନ.ଏ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରହଣିଆ ପଞ୍ଚାୟତ ପୁରସ୍ତମପୁର ଗ୍ରାମରେ ଏକ ବିବାହ ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ୩୦ ହଜାର…

5 years ago

ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ସଂକ୍ରମିତ

ବାସୁଦେବପୁର/ପଦ୍ମପୁର,୭।୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ତୃତୀୟ ଥର ପାଇଁ କରୋନା ସଂକ୍ରମିତ ହୋଇଛନ୍ତି। ବିଧାୟକଙ୍କ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟ କରୋନା ଆକ୍ରାନ୍ତ…

5 years ago

ଅନିଶ୍ଚିତତାରେ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ

କପ୍ତିପଦା,୭।୫(ଡି଼.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଢିପାସାହିରେ ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ ଅନିଶ୍ଚିତତା…

5 years ago

ଅକ୍ସିଜେନ ମ୍ୟାନ ମୁନା

କେନ୍ଦୁଝର, ୭।୫ (ସ୍ବ.ପ୍ର.): କରୋନାର ଦ୍ୱିତୀୟ ଲହର ଏବେ ସାରା ଦେଶରେ ସଙ୍ଗୀନ ପରିସ୍ଥିତି ସୃଷ୍ଟି କରିଛି। ମେଡିକାଲ ଭିତ୍ତିଭୂମି ଥିଲେ ମଧ୍ୟ ଅକ୍ସିଜେନ ଅଭାବ ସମସ୍ୟାକୁ…

5 years ago

ଟିକା କ୍ରୟ ଉପରୁ ଜିଏସ୍‌ଟି ଛାଡ଼ କର

ଭୁବନେଶ୍ୱର,୭ା୫(ବ୍ୟୁରୋ):କୋଭିଡ୍‌-୧୯ ଦ୍ୱିତୀୟ ଲହର ସମଗ୍ର ଦେଶ ପାଇଁ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହି ମହାମାରୀ ପାଇଁ କ୍ରୟ କରାଯାଉଥିବା ଟିକା ଉପରୁ ଦ୍ରବ୍ୟ ଓ ସେବା…

5 years ago

ଘରୋଇ ହସ୍ପିଟାଲକୁ ମାଗଣାରେ ଟିକା

ଭୁବନେଶ୍ୱର,୭ା୫(ବ୍ୟୁରୋ):ସମଗ୍ର ଦେଶ ଏବେ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଗତିକରୁଛି। କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିଚାଲିଛି। ଟିକା ନେବା ପାଇଁ ଲୋକମାନେ ବ୍ୟାକୁଳ ହେଉଛନ୍ତି। ଏହାକୁ ଦୃଷ୍ଟିରେ…

5 years ago

ପ୍ରକଳ୍ପ ଥାଇ ମିଳୁନି ପାଣି

ବଇଣ୍ଡା,୭ା୫(ଡି.ଏନ.ଏ.) ଗ୍ରାମାଞ୍ଚଳର ଲୋକଙ୍କୁ ପାଇପ୍‌ ପାଣି ଯୋଗାଇ ଦେବାକୁ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ପ୍ରକଳ୍ପମାନ ନିର୍ମାଣ କରୁଛନ୍ତି। ଏଥିପାଇଁ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଥିଲେ…

5 years ago

ଆଦର୍ଶ ସାଜିଛି ଅଙ୍ଗନଓ୍ବାଡି

ଢେଙ୍କାନାଳ ଅଫିସ, ୭।୫ ପରିଷ୍କାର ପରିଚ୍ଛନ୍ନ ବାତାବରଣ। ନୂଆ ରଙ୍ଗରେ ଝଲସୁଛି କୋଠା। ଅଙ୍କା ଯାଇଛି ଭଳିକି ଭଳି ରଙ୍ଗବେରଙ୍ଗ ଚିତ୍ର। ବାହାର ପରିବେଶଠୁ ଆହୁରି ଚମତ୍କାର…

5 years ago

କାଲିମେଳା ପୂର୍ବତନ ତହସିଲଦାର ନିଲମ୍ବିତ

ମାଲକାନଗିରି/କାଲିମେଳା,୬ା୫: ମାଲକାନଗିରି ଜିଲା କାଲିମେଳା ବ୍ଲକରେ ହୋଇଥିବା ଜମି ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୂର୍ବତନ ତହସିଲଦାର ଆଲୋକ କୁମାର ଅନୁଗୁଳିଆଙ୍କୁ ଗୁରୁବାର ଚାକିରିରୁ ନିଲମ୍ବନ କରାଯାଇଛି।…

5 years ago

ଯୁବତୀଙ୍କୁ ଗର୍ଭବତୀ କରି ସମ୍ପର୍କୀୟ କକା ଫେରାର

ସୁନ୍ଦରଗଡ,୬।୫: ସୁନ୍ଦରଗଡ଼ ଜିଲା ଧରୁଆଡିହି ଥାନା ଅନ୍ତର୍ଗତ ବାଉରୀଡିହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ସମ୍ପର୍କୀୟ କକା ଗର୍ଭବତୀ କରି ଫେରାର ଥିବା ଅଭିଯୋଗ ହୋଇଛି। ଏ…

5 years ago