ବରୀ ,୧୬।୯(ଡି.ଏନ୍.ଏ.): ବାଛୁରି ଆଣିବାକୁ ଯାଇ ଭାସି ଯାଇଥିବା ବାପ ପୁଅଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା…
ଭୁବନେଶ୍ୱର,୧୬।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଗୁରୁବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ…
ବାଲେଶ୍ୱର ଅଫିସ,୧୬ା୯: ବାଲେଶ୍ବର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନ ଆଇଟିଆର ତଥ୍ୟ ବିଦେଶୀ ତଥା ଶତ୍ରୁ ପାକିସ୍ତାନକୁ ଲିକ୍ ଅଭିଯୋଗ ପ୍ରସଙ୍ଗରେ ତଦନ୍ତ ଜୋରଦାର ଜାରି ରହିଛି…
ଖୋର୍ଦ୍ଧା ଅଫିସ,୧୬।୯: ମହାନଦୀ ବନ୍ୟା ଜଳ ମଳାଗୁଣି ଓ ରାଜୁଆ ନଦୀରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଖୋର୍ଦ୍ଧା ବ୍ଳକ ଓରବରସିଙ୍ଗ ପଞ୍ଚାୟତର ହିରୀମୂଳ, ନରଣଗଡ ପଞ୍ଚାୟତର…
ଗଞ୍ଜାମ,୧୬।୯(ଡି.ଏନ୍.ଏ.): ଭାଇ ସାଜିଲା ଭଉଣୀର ଭଗାରୀ । ନିଜ ଭଉଣୀର ସୁନା ନାନୁ ଓ ଚେନ ଚୋରି କରି ଧରା ପଡିବା ପରେ ଭାଇକୁ ଜେଲ୍ ଯିବାକୁ…
ଭୁବନେଶ୍ୱର, ୧୬।୯: ଡକ୍ଟର ଉର୍ମିଳା ମିଶ୍ରଙ୍କୁ ଓଡ଼ିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି (ଓସାକ୍ସ) ପ୍ରକଳ୍ପ ନିର୍ଦ୍ଦେଶିକା ଭାବେ ନିଯୁକ୍ତି ଦିଆଯାଇଛି। ସେ ବର୍ତ୍ତମାନ ରାଜ୍ୟ ସ୍ବାସ୍ଥ୍ୟ…
ଭୁବନେଶ୍ୱର,୧୬।୯(ବ୍ୟୁରୋ): ଗୋଧି ଶିକାର ଚାଲିଛି। ଫଳରେ ଆଜି ଏହି ନିରୀହ ଭାରତୀୟ ବିଷହୀନ ସରୀସୃପ ଲୁପ୍ତ ପ୍ରାୟ ହେବାକୁ ବସିଲାଣି। ନିକଟରେ ପ୍ରକାଶିତ ଇଣ୍ଟରନ୍ୟାଶନାଲ ୟୁନିଅନ ଫର୍…
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୪ ଜଣ ଆକ୍ରାନ୍ତ। ଏ ସଂପର୍କରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ତଥ୍ୟ ପ୍ରଦାନ କରାଯାଇଛି। ଏହା…
ଭୁବନେଶ୍ୱର (ବ୍ୟୁରୋ) /ନୂଆଦିଲ୍ଲୀ,୧୬ା୯: ବଳାତ୍କାର, ଏସିଡ୍ ଆକ୍ରମଣ, ହତ୍ୟା, ଯୌତୁକ ନିର୍ଯାତନା, ଚାଲାଣ, ଯୌନ ନିର୍ଯାତନା, ଅସଦାଚରଣ ଆଦି ମହିଳା ବିରୋଧୀ ହିଂସା ଓଡ଼ିଶାରେ ପ୍ରତିବର୍ଷ ବଢ଼ିଚାଲିଛି।…
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ ୧୮ ବର୍ଷରୁ କମ ବର୍ଗରଛନ୍ତି। ନୂଆ ଆକ୍ରାନ୍ତଙ୍କ…