ରାଜ୍ୟ

ଲୁଟେରାଙ୍କଠୁ ମିଳିଲା ୨୨ ବୋଲେରୋ

ବଲାଙ୍ଗୀର ଅଫିସ,୨୨।୩: ଓଡ଼ିଶା-ଆନ୍ଧ୍ର ପ୍ରଦେଶରେ ସକ୍ରିୟ ବୋଲେରୋ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ବଲାଙ୍ଗୀର ପୋଲିସ। ବଲାଙ୍ଗୀର ଏସ୍‌ପି ନିତିନ କୁଶଲକରଙ୍କ ନିର୍ଦ୍ଦେଶ କ୍ରମେ ସଦର ଏସ୍‌ଡିପିଓ…

5 years ago

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ, ୨୨।୩ : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶର୍ମିଷ୍ଠା ହାଇକୋର୍ଟରେ…

5 years ago

ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର

ଭୁବନେଶ୍ୱର,୨୨।୩(ବ୍ୟୁରୋ) : ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର…

5 years ago

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭଦ୍ରକ ଅଫିସ,୨୨।୩: ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଜଳସେଚନ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ କୁମାର ଶାସନୀ। ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଉମେଶଙ୍କ ଘରେ ସମେତ ଏକକାଳୀନ…

5 years ago

ମା’ ଛେଉଣ୍ଡ ଯାଆଁଳା ଶିଶୁଙ୍କୁ ସହାୟତା

ଢେଙ୍କାନାଳ ଅଫିସ, ୨୨ ।୩ ଯାଆଁଳା ସନ୍ତାନକୁ ଜନ୍ମ ଦେବାପରେ ଆଖିବୁଜିଲେ ମା’। ଜୀବନ କ’ଣ ଜାଣିବା ଆଗରୁ ଦୁଇ କୋମଳମତି ଛୁଆ ହୋଇଗଲେ ମାତୃହରା। ବାପା…

5 years ago

୨୦୨୨ ସୁଦ୍ଧା ୨୧୨ ପଞ୍ଚାୟତରେ ପାର୍କ

ଢେଙ୍କାନାଳ ଅଫିସ, ୨୨ ।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ଓ୍ବାନ୍‌ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ଏବଂ ଉନ୍ନୟନମୂଳକ…

5 years ago

ସରସ ସୁନ୍ଦର ହେବ ଓଡ଼ିଶା ଦିବସ

ଅନୁଗୋଳ ଅଫିସ,୨୨ ।୩ ଅନୁଗୋଳରେ ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସୋମବାର ଜିଲା କାର୍ଯ୍ୟାଳୟ କୋର୍ଟ ରୁମ୍‌ଠାରେ…

5 years ago

ପଶ୍ଚିମବଙ୍ଗକୁ କାଠ ଚୋରାଚାଲାଣ

ଜଳେଶ୍ୱର, ୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୧୪ ପଞ୍ଚାୟତ ରାଇବଣିଆ ଥାନା ଅଧୀନରେ ରହିଛି। ଏହି ଅଞ୍ଚଳରୁ ପ୍ରତିଦିନ ବହୁ ଜଙ୍ଗଲଜାତ ଦ୍ରବ୍ୟ ଓ…

5 years ago

କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ

ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ ମୃତଦେହ…

5 years ago

ପ୍ରାର୍ଥୀନୀଙ୍କ ରୋଡ୍‌ ଶୋ’ରେ ଟେଲି କଳାକାର

ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳୁଛି।…

5 years ago