ଝାରସୁଗୁଡ଼ା ଅଫିସ,୨୨ା୧୧: ପୁରୀରେ ଖୁବ୍ଶୀଘ୍ର ଗ୍ରୀନ୍ଫିଲ୍ଡ ବିମାନ ବନ୍ଦର ନିର୍ମାଣ ହେବ। ଏ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଆବଶ୍ୟକ…
ମାଲକାନଗିରି/ଚିତ୍ରକୋଣ୍ଡା,୨୨ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାଲେଗଡ଼ା ଏବଂ ଧୂଳିପୁଟ ପଞ୍ଚାୟତବାସୀଙ୍କ ସମେତ ଅନ୍ୟ ପଞ୍ଚାୟତର ବାସିନ୍ଦା ସୋମବାର ଧୂଳିପୁଟରେ ଏକାଠି ହୋଇ ପ୍ରଜାମେଳି କରିଛନ୍ତି।…
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜଧାନୀ ଓ ଉପକଣ୍ଠ ଅଞ୍ଚଳରେ ବାଇକ୍ ଚୋରି କରୁଥିବା ଏକ ଗ୍ୟାଙ୍ଗକୁ କମିଶନରେଟ ପୋଲିସ କାବୁ କରିଛି। ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଖଣ୍ଡଗିରି ଥାନା…
ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ…
ପାପଡାହାଣ୍ଡି,୨୧।୧୧(ଡି.ଏନ୍.ଏ.): ଫେରାର ହତ୍ୟା ଅଭିଯୁକ୍ତଙ୍କୁ ପାପଡ଼ାହାଣ୍ଡି ପୋଲିସ ଶନିବାର ବିଳମ୍ବିତ ରାତିରେ ଗିରଫ କରିଛି। ଅଭିଯୁକ୍ତ ହେଲେ ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଗ୍ରାମର ହତ୍ୟା ପ୍ରହଲ୍ଲାଦ ଜାନୀ।…
ଭୁବନେଶ୍ୱର,୨୨।୧୧(ବୂ୍ୟରୋ): କଳାହାଣ୍ଡି ଜିଲା ଶିକ୍ଷୟିତ୍ରୀ ମମିତା ମେହେର ମର୍ଡର ମିଷ୍ଟ୍ରିକୁ ନେଇ ତାତି ଥମିବାର ନାଁ ନେଉନି। ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଓ…
ଭୁବନେଶ୍ୱର,୨୨ା୧୧: ଯେଉଁଠି ପିସିଆର୍, ସେଇଠି ବି ଚାଲିଛି ବେଆଇନ ବେପାର। ଯେଉଁଥିପାଇଁ ରାଜଧାନୀରେ ଦିନକୁ ଦିନ ଅସାମାଜିକଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଅପରାଧୀମାନେ ସରକାରୀ ଜମି ଜବରଦଖଲ…
ନିରାକାରପୁର,୨୨ା୧୧(ଡି.ଏନ୍.ଏ.): ଦୀର୍ଘ ଦିନହେଲା ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବା ସହିତ ଧନଜୀବନ ହାନି ଘଟୁଛି। ଏହାକୁ ରୋକିବା ପାଇଁ…
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୪କୁ ବୃଦ୍ଧି ପାଇଛି। କେବଳ ବାଲେଶ୍ୱରରୁ…
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ସୋମବାର ନବୀନ ନିବାସ ଘେରାଉ କରାଯିବ । ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଦଳ ରାଜରାସ୍ତାକୁ ଓହ୍ଲାଇବ। ଗୃହମନ୍ତ୍ରୀ…