ଭୁବନେଶ୍ୱର,୨୬।୮(ବ୍ୟୁରୋ): ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ଗୁରୁବାର ପରଲୋକ ହୋଇଯାଇଛି। ଦିଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୧୯୬୮…
ସୋହେଲା,୨୬।୮(ଡି.ଏନ୍.ଏ.)- ବରଗଡ଼ ଜିଲା ସୋହେଲା ବ୍ଳକ ଅନ୍ତର୍ଗତ ବେହେରାପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅନିଲ ପାଢୀଙ୍କ ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ଚଢାଉ କରିଛି ।…
ପୁରୀ ଅଫିସ,୨୬ା୮: ଏଣିକି ଶ୍ରୀମନ୍ଦିର ସେବାୟତଙ୍କୁ ଘର ମିଳିବ। ପ୍ରାଥମିକ ପର୍ଯ୍ୟାୟରେ ୪୦୦ ସେବାୟତଙ୍କୁ ଘର ମିଳିବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଥିବା…
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଫେବୃଆରୀରେ ପଞ୍ଚାୟତ ନିର୍ବାଚନ ହେବା ନିଶ୍ଚିତ ହୋଇଯାଇଛି। ଏନେଇ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ଆରମ୍ଭ କରିଦେଇଛନ୍ତି । ବିଧାନସଭାରେ ସଂରକ୍ଷଣ ସଂକ୍ରାନ୍ତୀୟ ସଂଶୋଧନ ଆସିବାକୁ…
କଟକ ଅଫିସ,୨୬ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍ପି ତଥା ଅଭିନେତା ସ୍ବାମୀ ଅନୁଭବଙ୍କ ପାରିବାରିକ ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତ୍ୱରିତ ଶୁଣାଣି ପାଇଁ ଅନୁଭବ…
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ତୃତୀୟ ଲହରକୁ ଦୃଷ୍ଟିରେ ରଖି ସବୁ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ପ୍ରତ୍ୟେକ ଜିଲା ହସ୍ପିଟାଲରେ ଆରଟିପିସିଆର୍ ଟେଷ୍ଟ କିଟ୍, ଆଣ୍ଟିଜେନ କିଟ୍, ଆରଟିପିସିଆର୍…
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…
ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୨୮୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୦୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ତଳମୁହାଁ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ହାର ବଢ଼ୁଥିବା ଦେଖାଯାଉଛି। ଆଗକୁ ତୃତୀୟ ଲହର ଆସିବା ସମ୍ଭାବନା ଥିବାରୁ…
ଭୁବନେଶ୍ୱର, ୨୬।୮: ରାଜ୍ୟରେ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ ଆଉ ନିସ୍ତାର ନାହିଁ। ପ୍ରଥମଥର ପାଇଁ ନିୟମ ଉଲ୍ଲଂଘନ କରିଥିଲେ ମଧ୍ୟ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍)…