ରାଜ୍ୟ

ମା’ ହେଲା ମେଘା, ୩ ଶାବକକୁ ଦେଲା ଜନ୍ମ

ବାରଙ୍ଗ, ୧୪।୪(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ବାଘୁଣୀ ମେଘା ୩ଟି ଛୁଆକୁ ଜନ୍ମ ଦେଇଛି । ମଙ୍ଗଳବାର ରାତିରେ ଏହି ଶାବକମାନେ ଜନ୍ମ ନେଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ପକ୍ଷରୁ…

5 years ago

ଦିନରେ ରଙ୍ଗକାମ, ରାତିରେ ଚୋରି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ନିଜର ୨ ସ୍ତ୍ରୀଙ୍କୁ ଗିଫ୍ଟ ଦେଇ ଖୁସି କରିବାକୁ ଜଣେ ବ୍ୟକ୍ତି ଆପଣାଇଥିଲେ ଅଭିନବ ତରିକା। ଦିନରେ ରଙ୍ଗମିସ୍ତ୍ରି ଭାବେ କାମ କରୁଥିବାବେଳେ ରାତିରେ ଚୋରି…

5 years ago

ମେଷ ରାଶିରେ ସୂର୍ଯ୍ୟ

ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ।…

5 years ago

ମା’ ତାରିଣୀଙ୍କ ଚଇତିପର୍ବ

ଚଇତିପର୍ବ ମା’ ତାରିଣୀଙ୍କ ପ୍ରସିଦ୍ଧ ପର୍ବ ଭାବେ ପରିଚିତ। ଏହି ପର୍ବ ଲାଗି କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ତାରିଣୀଙ୍କ ପୀଠରେ ମୁଖରିତ ହୋଇଉଠେ। ପୂର୍ବରୁ ଏହି ପର୍ବ…

5 years ago

ପଣା ସଂକ୍ରାନ୍ତି

ପଣା ସଂକ୍ରାନ୍ତିକୁ ମହାବିଷୁବ ସଂକ୍ରାନ୍ତି କୁହାଯାଏ। ସୂର୍ଯ୍ୟ ଏହି ଦିନ ବିଷୁବରେଖାରେ ଅବସ୍ଥାନ କରନ୍ତି। ବର୍ଷକ ୩୬୫ ଦିନ ହେଉ ବା ୩୫୪ ଦିନ ହେଉ ସମୟ…

5 years ago

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୩: ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ସଂକ୍ରମିତ…

5 years ago

ରାଜ୍ୟରେ ୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁନ୍ଦରଗଡ଼ରୁ ସର୍ବାଧିକ ୪୫୮, ଖୋର୍ଦ୍ଧାରୁ ୩୪୮ ଜଣ

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ଏହି ସଂଖ୍ୟା ୨ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟା…

5 years ago

କବିତା ଜଲାନ୍‌ ସିଭିଲ୍‌ ଆଭିଏଶନ ଡିଡିଜି

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଓଡ଼ିଶା କ୍ୟାଡର୍‌ ଆଇପିଏସ୍‌ କବିତା ଜଲାନ୍‌ଙ୍କୁ ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ୍‌ (ବେସାମରିକ ଜାହାଜ ଚଳାଚଳ) ଡିଡିଜି ଭାବେ ନୂଆ ନିଯୁକ୍ତି ମିଳିଛି। ସେ କେନ୍ଦ୍ରୀୟ…

5 years ago

ଅଭିନେତା ବଦ୍ରି ନାରାୟଣ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ବରିଷ୍ଠ ଚଳଚ୍ଚିତ୍ର, ଟିଭି, ବେତାର ଓ ମଞ୍ଚ ଅଭିନେତା, ନିର୍ଦ୍ଦେଶକ ତଥା ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପୁରସ୍କାର ବିଜେତା ଅଭିନେତା ବଦ୍ରି ନାରାୟଣ ମହାପାତ୍ରଙ୍କ…

5 years ago

ଚାକିରି ନାଁରେ ନାବାଳିକାଙ୍କୁ ଯୌନ ଶୋଷଣ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଏକ ପେପର କମ୍ପାନୀରେ ଚାକିରି ଦେବାକୁ କହି ଜଣେ ନାବାଳିକାଙ୍କୁ ଭୁବନେଶ୍ୱର ଭରତପୁର ଥାନା ତାରିଣୀ ବସ୍ତିରେ ଏକ ଘରେ ରଖି ଦେହ ବ୍ୟବସାୟରେ ଲଗାଯାଉଥିବା…

5 years ago