ରାଜ୍ୟ

ସମର୍ଥନ ଯୋଗାଡ଼ କରୁଛନ୍ତି ଆର୍ମଡ ଡିସିପି: ସିପାହିଙ୍କ ସ୍ତ୍ରୀ

ଭୁବନେଶ୍ୱର, ୬ା୪(ବ୍ୟୁରୋ): ସିପାହୀଙ୍କୁ ଝିଅ ଯୋଗାଇବାକୁ ବାଧ୍ୟ କରୁଥିବା ଆର୍ମଡ ଡିସିପିଙ୍କ ବିରୋଧରେ ମଙ୍ଗଳବାର ପୁଣି ଏକ ଅଭିଯୋଗ ଆସିଛି। ଓଏସ୍‌ଏପି ଡିସିପି ବିଜୟ କୁମାର ସାହୁ…

5 years ago

୫କୋଟି ବ୍ୟୟରେ ହେବ ବ୍ୟାଖ୍ୟାକରଣ କେନ୍ଦ୍ର

ଭୁବନେଶ୍ୱର,୭।୪(ବ୍ୟୁରୋ): ବିଶ୍ୱର ଏକ ପ୍ରମୁଖ ଐତିହାସିକ ସ୍ଥଳ ଭାବେ ଧଉଳି ଶାନ୍ତି ସ୍ତୁପ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଏହି ଠାରୁ ହିଁ ଶାନ୍ତି, ଅହିଂସା ଓ…

5 years ago

୨୨ ଓଏଏସ୍‌ ଅଧିକାରୀଙ୍କ ବଦଳି

ଯାଜପୁର ଅଫିସ,୭ା୪: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ-ଏ)(ଜେବି) ପାହ୍ୟାର ୨୨ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ହୋଇଛି। ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର…

5 years ago

୩ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୭ା୪(ବ୍ୟୁରୋ): ରାଜ୍ୟର ଉପକୂଳ ଓଡ଼ିଶାରେ ତାତିର ପ୍ରକୋପ ହ୍ରାସପାଇଛି। ସମୁଦ୍ର ଆଡୁ ପବନ ବହୁଥିବାରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପାରଦ ୪୦ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆସନ୍ତା ୮…

5 years ago

ଅଧିକ ଟିକା ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୭।୪(ବ୍ୟୁରୋ): କୋଭିଡ୍‌ ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ଅତି କମ୍‌ରେ ୧୫ରୁ ୨୦ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଯୋଗାଇଦେବା…

5 years ago

୧ରୁ ଝାରସୁଗୁଡ଼ାରୁ ଗୁଆହାଟିକୁ ଉଡ଼ିବ ବିମାନ

ଝାରସୁଗୁଡ଼ା ଅଫିସ,୭ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ପର୍ଯ୍ୟାୟକ୍ରମେ ଦେଶର ପ୍ରମୁଖ ସହର ଦିଲ୍ଲୀ, ବେଙ୍ଗାଲୁରୁ, ଚେନ୍ନାଇ, କଲିକତା, ହାଇଦ୍ରାବାଦ୍‌, ରାୟପୁର ଆଦିକୁ…

5 years ago

ଓଇଆର୍‌ସି ଅଫିସ ଘେରିଲା କଂଗ୍ରେସ

ଭୁବନେଶ୍ୱର, ୭ା୪(ବ୍ୟୁରୋ): ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

5 years ago

ଦାୟିତ୍ୱରୁ ହଟିବେ ପୋଲିସ ଡିଜି

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରୁ ୧୯୮୬ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଅଭୟ ଖୁବ୍‌ଶୀଘ୍ର ହଟିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଆସନ୍ତା ଡିସେମ୍ବରରେ ଅଭୟଙ୍କ…

5 years ago

ସୁସ୍ଥ ହେଲେ ୨୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬ା୪- ଓଡ଼ିଶାରେ ମଙ୍ଗଳବାର ୨୬୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ ଆକ୍ରାନ୍ତ ସଂଖ୍ୟା ୩,୩୮,୪୧୬ରେ ପହଞ୍ଚିଛି।…

5 years ago

୧୦ଦିନରେ ମିଳିବ ଆବାସିକ, ଆୟ ପ୍ରମାଣପତ୍ର; ୧୫ଦିନ ମଧ୍ୟରେ ଜାତି ପ୍ରମାଣପତ୍ର

ଭୁବନେଶ୍ୱର, ୬।୪(ବ୍ୟୁରୋ)- ଜାତିଗତ, ଆବାସିକ, ଆୟ ଆଦି ବିଭିନ୍ନ ମିସ୍‌ଲାନିୟସ୍‌ ପ୍ରମାଣପତ୍ର ଯେପରି ଲୋକମାନଙ୍କୁ ଶୀଘ୍ର ମିଳିପାରିବ ସେନେଇ ରାଜ୍ୟ ସରକାର ମଙ୍ଗଳବାର ଏକ ପରିବର୍ତ୍ତିତ ନିର୍ଦ୍ଦେଶନାମା…

5 years ago