ରାଜ୍ୟ

ଓଲଟିଲା ବିଏସଏଫ ଭ୍ୟାନ୍‌, ୧୭ ଯବାନ ଗୁରୁତର

କୁମହାରି,୫।୧: ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲାରେ ବିଏସଏଫ ଭ୍ୟାନ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଭ୍ୟାନ ଓଲଟି ୧୭ ଜଣ ବିଏସଏଫ ଯବାନ ଗୁରୁୁତର ଆହତ…

4 months ago

ପ୍ରକାଶ ପାଇଲା ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା, ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୫।୧: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ। ନୂଆକରି ଯୋଡ଼ି ହୋଇଥିବା ଯୁବ ଭୋଟରଙ୍କୁ ମିଶାଇ…

4 months ago

ପୁଣି ଲେଉଟିଲା ଶୀତ, ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ

ଜି.ଉଦୟଗିରି,୫ା୧(ଶିଶିର ପଟ୍ଟନାୟକ): କିଛିଦିନ ବ୍ୟବଧାନ ପରେ ପୁଣି ଜି.ଉଦୟଗିରିକୁ ଲେଉଟିଛି ଶୀତ। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍‌ ରହିଛି ବୋଲି ଜି.ଉଦୟଗିରି କୃଷି ଗବେଷଣା…

4 months ago

ଆରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରା

ବାଲେଶ୍ୱର,୫।୧: ରାଜ୍ୟ ସରକାର ଆର୍ଥିକ ଅନଗ୍ରସର ଏବଂ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ…

4 months ago

ହାଇଟେକ୍‌ ଦ୍ୱନ୍ଦ୍ୱ: ତଦନ୍ତ ହେବ କହିଲେ ଡିସିପି

ଭୁବନେଶ୍ୱର,୫ା୧: ହାଇଟେକ୍‌ ମେଡିକାଲରେ ହୋଇଥିବା ବିସ୍ଫୋରଣକୁ ନେଇ ନାନା ସମସ୍ୟା ଉପୁଜିଛି। ମୃତ ବ୍ୟକ୍ତି ଏବେ ଜୀବିତ ହୋଇଥିବା ବେଳେ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।…

4 months ago

ରାଜ୍ୟରେ ଖୋଲିବ ଆଉ ୧୮ ସରକାରୀ +୩ କଳା ଡିଗ୍ରୀ କଲେଜ

ଭୁବନେଶ୍ୱର,୫ା୧: ରାଜ୍ୟରେ ଆଉ ୧୮ଟି ସରକାରୀ + ୩ କଳା ଡିଗ୍ରୀ କଲେଜ ଖୋଲିବ। ୨୦୨୪-୨୫ରୁ ଏହି କଲେଜ ଖୋଲି ପାଠପଢ଼ା ହେବ ବୋଲି ଉଚ୍ଚଶିକ୍ଷା ବିଭାଗ…

4 months ago

ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ

ପାଟଣା,୫।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକର ଯୁବ ନେତା ତଥା ଜିଲା ବିଜେଡି ଉପ ସଭାପତି କରୁଣା ସାଗର ଖଟୁଆ…

4 months ago

ହାଇଟେକ୍‌ ମେଡିକାଲ ବିସ୍ଫୋରଣ ଘଟଣା: ଧାରଣାରେ ବସିଲେ ମୃତ ଜ୍ୟୋତିରଞ୍ଜନଙ୍କ ପରିବାର ଲୋକେ

ଭୁବନେଶ୍ୱର,୫ା୧(ସତ୍ୟଜିତ୍‌ ରାଉତ): ମୃତ ଜ୍ୟୋତିରଞ୍ଜନ ମଲ୍ଲିକଙ୍କ ପରିବାର ଲୋକେ ଏବଂ ସମ୍ପର୍କୀୟମାନେ ଗୁରୁବାର ହାଇଟେକ୍‌ ହସ୍ପିଟାଲ ପରିସରରେ ଧାରଣା ଦେଇଛନ୍ତି। ଜ୍ୟୋତିଙ୍କ ମୃତଦେହ ନେବାକୁ ସେମାନେ ଅଡ଼ି…

4 months ago

ଆଇଡି ବିସ୍ଫୋରଣରେ ୩ ଯବାନ ଗୁରୁତର

ବୌଦ୍ଧ,୫।୧(ଅଜିତ ବାରିକ): ବୌଦ୍ଧ ଜିଲା ମନମୁଣ୍ଡା ଥାନା ବାତେପଙ୍ଗା ଜଙ୍ଗଲରେ ଶୁକ୍ରବାର ଆଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ଜଣ ଯବାନ ଗୁରୁତର ହୋଇଛନ୍ତି। ଯବାନଙ୍କ ସର୍ଚ୍ଚ ଅପରେଶନ…

4 months ago

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ବଲାଙ୍ଗୀର,୫ା୧(ସୁନୀଲ ମହାନ୍ତି): ଘରୋଇ କଳିରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ରହ୍ମପୁରାଠାରେ। ନଦୀକୁ ଗାଧୋଇ ଯାଉଥିବା…

4 months ago