କଟକ ଅଫିସ, ୨୮।୧୦: ହାଇକୋର୍ଟରେ ବାଣ ବିକ୍ରି ମାମଲାର ଶୁଣାଣି ବୁଧବାର ହୋଇଥିଲା। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ…
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଅନୁଗୋଳ ବନବିଭାଗ ସହାୟତାରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅନୁଗୋଳ ଜିଲା…
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଏକ…
ବଲାଙ୍ଗୀର ଅଫିସ,୨୮।୧୦: ପରକୀୟା ପ୍ରୀତି ପ୍ରଘଟ ଭୟରେ କଳାହାଣ୍ଡି ଜିଲା ମହାଲିଙ୍ଗ ଘରୋଇ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁ ଅଧ୍ୟକ୍ଷା ମମିତା ମେହେରଙ୍କୁ ହତ୍ୟା କରିଥିଲେ…
ବାଲେଶ୍ୱର ଅଫିସ, ୨୭ା୧୦- ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର ରାତି…
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଜେନେକ୍ସ ଡାଇଗ୍ନୋଷ୍ଟିକରେ ନକଲି କୋଭିଡ୍ ରିପୋର୍ଟ ଦିଆଯାଉଛି। ସମାନ ସାମ୍ପଲ ଆଇଡି ଏବଂ ଏସ୍ଆର୍ଏଫ୍ ଆଇଡିରେ ଏକାଧିକ ଲୋକଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି।…
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ଆପ୍ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ଏହି ଦାବି କରିଛନ୍ତି।…
ମାଲକାନଗିରି,୨୭ା୧୦(ଡି.ଏନ୍.ଏ.): ହାର୍ଡକୋର ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ିଛନ୍ତି। ଏକ ଅଜ୍ଞାତ ସ୍ଥାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା…
ସମ୍ବଲପୁର,୨୭ା୧୦(ବ୍ୟୁରୋ): ମାଇଗ୍ରେଶନ ସାର୍ଟିଫିକେଟ ପାଇଁ ଛାତ୍ରୀଛାତ୍ରଙ୍କୁ ଆଉ ବିଶ୍ୱବିଦ୍ୟାଳୟ ଆସି ଧାଡ଼ିରେ ଛିଡା ହୋଇ ଆବେଦନ କରିବାକୁ ପଡ଼ିବ ନାହିଁ। ଅନ୍ଲାଇନରେ ଆବେଦନ କରିବା ପରେ ସେମାନଙ୍କ…
ଭଦ୍ରକ ଅଫିସ, ୨୭।୧୦: ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ବୁଧବାର ମାସ୍କ ଚେକିଂ ସମୟରେ ରାନ୍ଦିଆ ନିକଟରୁ ୧ କିଲୋ ୩୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି। ଏଥିରେ…